Masthead

ଆଜି ରାଜ୍ୟ ବଜେଟ୍

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଧାନସଭା ଅଧିବେସନର ପଞ୍ଚମ ଦିନ । ଆଜି କାମଚଳା ବଜେଟ୍ ଆଗତ କରିବେ ଅର୍ଥମନ୍ତ୍ରୀ ବିକ୍ରମ ଆରୁଖ । ୨୦୨୪-୨୫ ଆର୍ଥକ ବର୍ଷ ପାଇଁ ଉପସ୍ଥାପିତ ହେବ ୨ ଲକ୍ଷ ୬୦ ହଜାର କୋଟି ଟଙ୍କାର ବଜେଟ୍ । ଗତ ୩ ତାରିଖ ମନ୍ତ୍ରୀ ପରିଷଦ ବୈଠକରେ ମିଳିଥିଲା ଅନୁମୋଦନ ।

ସାଧାରଣ ନିର୍ବାଚନ ଆଗକୁ ଥିବାରୁ ବଜେଟ୍ ବଡ ଘୋଷଣା କରିପାରେ ବିଜେଡି । ନିର୍ବାଚନ ବର୍ଷ ଥିବାରୁ ଏହି କାମଚଳା ବଜେଟ୍ ବେଶ୍ ଗୁରୁତ୍ୱବହନ କରୁଛି। ଏଥର ବଜେଟରେ ସରକାର କିଛି ଘୋଷଣା କରିପାରନ୍ତି। ତେବେ ଗତ ଦୁଇ ଦିନ ଧରି ଭିନ୍ନ ଭିନ୍ନ ପ୍ରସଙ୍ଗକୁ ନେଇ ଗୃହରେ ଅଚଳାବସ୍ଥା ସୃଷ୍ଟି ହୋଇଥିବା ବେଳେ ବଜେଟ୍ ଆଗତ ହେବାକୁ ଯାଉଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ