Masthead

ଆଜି ବିଧାନସଭାରେ ପାରିତ ହେବ ବ୍ୟୟ ମଞ୍ଜୁର ବିଲ୍

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ବି ସରଗରମ ରହିପାରେ ଗୃହ । ଆଜି ଗୃହରେ ପାରିତ ହେବ ବ୍ୟୟ ମଞ୍ଜୁର ବିଲ୍ । ପ୍ରଥମେ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ, ଶିଳ୍ପ, ବୟନ ଶିଳ୍ପ, ହସ୍ତତନ୍ତ ଓ ହସ୍ତଶିଳ୍ପ, ଶକ୍ତି ମହିଳା ଓ ଶିଶୁ ବିକାଶ, ମିଶନ ଶକ୍ତି, ସରକାରୀ ଉଦ୍ୟୋଗର ପ୍ରଶ୍ନକାଳ ରହିଛି । ଶୂନ୍ୟକାଳରେ ବହୁ ଗୁରୁତ୍ବପୂର୍ଣ୍ଣ ପ୍ରସଙ୍ଗକୁ ଗୃହରେ ଶାସକ ଓ ବିରୋଧୀ ଉଠାଇବେ ।

ଏହାପରେ ଅର୍ଥମନ୍ତ୍ରୀ ଆଗତ କରିଥିବା ବଜେଟ ଆଲୋଚନା ଆରମ୍ଭ ହେବ । ଅପରାହ୍ନରେ ସମସ୍ତ ବିଧାୟକଙ୍କର ଏକ ଫଟୋ ସେସନ କରାଯିବ । ଗତକାଲି ଅର୍ଥ ମନ୍ତ୍ରୀ ବିକ୍ରମ ଆରୁଖ କାମଚଳା ବଜେଟ ଉପସ୍ଥାପନ କରିଥିଲେ । ମୋଟ ୧ ଲକ୍ଷ ୧୮ ହଜାର କୋଟି ଟଙ୍କାର କାମଚଳା ବଜେଟ୍ ଆଗତ କରାଯାଇଛି । ଏହି ବଜେଟରେ ରାଜ୍ୟ ସରକାର ସବୁ ଶ୍ରେଣୀର ଲୋକଙ୍କ ପାଇଁ ବ୍ୟବସ୍ଥା କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା 🔴 ସୁସ୍ଥ ଜୀବନ ପାଇଁ ଦରକାର ଯୋଗ 🔴 ବିକଶିତ ଓଡ଼ିଶାର ମୁଖ୍ୟ ଶକ୍ତି : ଲକ୍ଷପତି ଦିଦି 🔴 ବଟି ମାଗି ବିଜେଡି ନେତା ଗିରଫ 🔴 ଟ୍ରାଫିକ ଜାମରେ ଫସିଲା ଆମ୍ବୁଲାନ୍ସ, ରୋଗୀ ଛଟପଟ 🔴 ରାଜ୍ୟରେ ଆଜିଠୁ ଖୋଲିବ ସ୍କୁଲ 🔴 ପୁଣି ଆସୁଛି ଆଉ ଏକ ଲଘୁଚାପ 🔴 ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି 🔴 ୯ଟି ଜିଲ୍ଲାରେ ପ୍ରବଳ ବର୍ଷା 🔴 ନବ ଦାସଙ୍କ ଘରେ ଆଇଟି ରେଡ୍ 🔴 ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା 🔴 ସୁସ୍ଥ ଜୀବନ ପାଇଁ ଦରକାର ଯୋଗ 🔴 ବିକଶିତ ଓଡ଼ିଶାର ମୁଖ୍ୟ ଶକ୍ତି : ଲକ୍ଷପତି ଦିଦି 🔴 ବଟି ମାଗି ବିଜେଡି ନେତା ଗିରଫ 🔴 ଟ୍ରାଫିକ ଜାମରେ ଫସିଲା ଆମ୍ବୁଲାନ୍ସ, ରୋଗୀ ଛଟପଟ 🔴 ରାଜ୍ୟରେ ଆଜିଠୁ ଖୋଲିବ ସ୍କୁଲ 🔴 ପୁଣି ଆସୁଛି ଆଉ ଏକ ଲଘୁଚାପ 🔴 ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି 🔴 ୯ଟି ଜିଲ୍ଲାରେ ପ୍ରବଳ ବର୍ଷା 🔴 ନବ ଦାସଙ୍କ ଘରେ ଆଇଟି ରେଡ୍