Masthead

ମାଆ ସାଜିଲା ରାକ୍ଷସୀ, ୬ ମାସ ଶିଶୁପୁତ୍ରର କାଟିଦେଲା ତଣ୍ଟି

 

ବଲାଙ୍ଗିର (ବଡ଼ ଖବର ବ୍ୟୁରୋ): ମାଆ ସାଜିଲା ରାକ୍ଷସୀ । ନିଜ ଜନ୍ମ କଲା ଛୁଆର ତଣ୍ଟି କାଟିଲା ମା । ଯେଉଁ ହାତରେ ତାକୁ ମମତାବୋଳା ସ୍ପର୍ଶ ଦେଇଥାଏ, ସେହି ହାତରେ କାଟିଦେଲା ପୁଅର ତଣ୍ଟି। ଏପରି ଅଭାବନୀୟ ଘଟଣା ଘଟିଛି ବଲାଙ୍ଗିର ଜିଲ୍ଲା ଖଲିଆପାଲି ଗାଁରେ । ୬ମାସର ପୁଅର ତଣ୍ଟିକାଟି ମାଆ କୁଆଡ଼େ ଫେରାର । ସକାଳ ସମୟରେ ଜେଜେ ମା’ ଶିଶୁଟିକୁ ତେଲ ମାଲିସ କରିବାକୁ ଆସିଥିଲେ।

ଏହି ସମୟରେ ଶିଶୁଟି ରକ୍ତଜୁଡ଼ୁଜୁଡ଼ୁ ଅବସ୍ଥାରେ ପଡ଼ିଥିବା ଦେଖିଥିଲେ। ଏନେଇ ପରିବାର ଲୋକଙ୍କୁ ଖବର ଦେଇଥିଲେ। ପରିବାର ଲୋକେ ଶିଶୁଟିକୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଭୀମଭୋଇ ମେଡିକାଲରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ଶିଶୁଟିକୁ ମୃତ ଘୋଷଣା କରିଥିଲେ।ତେବେ କାହିଁକି ଶିଶୁର ତଣ୍ଟି କାଟିଲା କାରଣ ଅସ୍ପଷ୍ଟ, ପୋଲିସର ଛାନଭିନ୍‌ ଜାରି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି