Masthead

ଗୃହରେ କାନ୍ଦିଲେ ସୁର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଧାନସଭା ବଜେଟ ଅଧିବେଶନ । ଗୃହରେ କାନ୍ଦିଲେ କଂଗ୍ରେସ ବିଧାୟକ ସୁରେଶ ରାଉତରାୟ । ନିଜର ଶେଷ ବିଧାନସଭା ପାଇଁ ଶୂନ୍ୟ କାଳରେ ନିଜର ଶେଷ ବକ୍ତବ୍ୟ ରଖିବା କହି କାନ୍ଦି ପକାଇଲେ ସୁର । ଗୃହରେ ଉଠାଇଲେ ପ୍ରସଙ୍ଗ ।

କହିଛନ୍ତି ଶବର ଓ ସର୍ ଜାତିଙ୍କ ଦୁଃଖ ବୁଝନ୍ତୁ ସରକାର । ଜଗନ୍ନାଥ ଜମି ସବୁ କରିଦେଲେ ଲୋକେ ମାରିବେ । ତାଙ୍କୁ ତାଙ୍କ ଭୂମି ଯୋଗାଆ । ସାମ୍ବାଦିକଙ୍କୁ ସୁରକ୍ଷା ସହ ତାଙ୍କୁ ତାଙ୍କ କାର୍ଯ୍ୟ କରିବାକୁ ଦେବାକୁ କଲେ ଦାବି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼