Masthead

ବିଜେଡିର ଜାତୀୟ ମୁଖପାତ୍ର ଭାବେ ସଂତୃପ୍ତ ମିଶ୍ରଙ୍କୁ ମିଳିଲା ଦାୟିତ୍ୱ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ବିଜେଡିରେ ଯୋଗ ଦେଲେ ବିଶିଷ୍ଟ ଶିଳ୍ପପତି ସନ୍ତୃପ୍ତ ମିଶ୍ର । ଆଜି ନବୀନ ନିବାସ ଯାଇ ସେ ବିଜେଡିରେ ସାମିଲ ହୋଇଛନ୍ତି। ଯୋଗ ଦେବା କ୍ଷଣି ବିଜେଡିରେ ନୂଆ ଦାୟିତ୍ୱ ପାଇଲେ ସଂତୃପ୍ତ ମିଶ୍ର । ବିଜେଡିର ଜାତୀୟ ମୁଖପାତ୍ର ଭାବେ ସଂତୃପ୍ତ ମିଶ୍ରଙ୍କୁ ମିଳିଛି ଦାୟିତ୍ୱ । ସଂଜୟ ଦାସବର୍ମାଙ୍କୁ ମଧ୍ୟ ମୁଖପାତ୍ର ଦାୟିତ୍ୱ ଦେଲେ ସୁପ୍ରିମୋ ।

ଓଡ଼ିଶାକୁ ଆଗକୁ ନେବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ନିଆଯାଉଥିବା ବିଭିନ୍ନ ଯୋଜନାର ସଫଳ ରୂପାୟନ ପାଇଁ ସେ ଚେଷ୍ଟା କରିବେ ବୋଲି କହିଛନ୍ତି। ଭାରତୀୟ ରାଜନୀତିରେ ବିଜେଡି ହେଉଛି ସବୁଠୁ ପ୍ରଗତିଶୀଳ ରାଜନୈତିକ ଦଳ । ଆଦିତ୍ୟ ବିର୍ଲା ଗ୍ରୁପର ମାନବ ସମ୍ବଳ ନିର୍ଦ୍ଦେଶକ ଭାବେ ସେ କାର୍ଯ୍ୟ କରୁଥିଲେ। ସେ ୨୮ ବର୍ଷ ଧରି ଆଦିତ୍ୟ ବିର୍ଲା ଗ୍ରୁପରେ କାର୍ଯ୍ୟ କରୁଥିଲେ। ଏଥିସହ ବିର୍ଲା କାର୍ବନର ନିର୍ଦ୍ଦେଶକ ରହିଥିଲେ। ଆଦିତ୍ୟ ବିର୍ଲା ଗ୍ରୁପରେ କର୍ମଚାରୀଙ୍କୁ ସୁହାଇଲା ଭଳି ସେ ଅନେକ ପଦକ୍ଷେପ ନେଇଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼