କଂଗ୍ରେସରେ ଯୋଗ ଦେଲେ ଅଭିନେତା ମନୋଜ ମିଶ୍ର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ହାତ ଧରିଲେ ମନୋଜ । ଭୁବନେଶ୍ୱର ଆସି କଂଗ୍ରେସ ପ୍ରଭାରୀ ଅଜୟ କୁମାରଙ୍କ ଉପସ୍ଥିତିରେ କଂଗ୍ରେସରେ ଯୋଗଦେଇଛନ୍ତି ମନୋଜ ମିଶ୍ର। ପଶ୍ଚିମ ଓଡ଼ିଶାରେ କଂଗ୍ରେସର ଟାଣୁଆ ନେତା ନରସିଂହ ମିଶ୍ରଙ୍କ ଉପସ୍ଥିତିରେ କଂଗ୍ରେସରେ ହୋଇଛନ୍ତି ସାମିଲ । କଂଗ୍ରେସରେ ମିଶିବା ପରେ ମନୋଜ କହିଛନ୍ତି, ନେତା ହେବାକୁ ନୁହେଁ ବରଂ ଲୋକଙ୍କ ସେବା କରିବାକୁ ମୁଁ ଆସିଛି ।

ପଶ୍ଚିମ ଓଡ଼ିଶାରେ ଏବେ ଅନେକ ସମସ୍ୟା ରହିଛି । ସରକାର ଏହା ପ୍ରତି ଦୃଷ୍ଟି ଦେଉନାହାନ୍ତି । ତେଣୁ ଲୋକଙ୍କ ସ୍ୱର ଉଠାଇବାକୁ ମୁଁ କଂଗ୍ରେସରେ ସାମିଲ ହୋଇଛି । ଓଡ଼ିଆ ସିନେମା ପାଇଁ ମୁହଁ ଖୋଲିଲି ବୋଲି ଏବେ ଓଡ଼ିଆ ସିନେମାରେ କିଛି ପରିବର୍ତ୍ତନ ଆସିଛି । ନିର୍ବାଚନ ଲଢିବି କି ନାହିଁ ତାହା ପରବର୍ତ୍ତୀ ସମୟରେ ଦଳ ନିଷ୍ପତ୍ତି ନେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’