Masthead

ପିଇଓ ଚାକିରି କରାଇଦେବା ନାଁରେ ଠକେଇ ମାମଲା, ଅଭିଯୁକ୍ତ ଗିରଫ

ବରୀ (ବଡ଼ ଖବର ବ୍ୟୁରୋ): ପିଇଓ ଚାକିରି କରାଇଦେବା ନାଁରେ କୋଟି କୋଟି ଟଙ୍କା ଠକେଇ ମାମଲା । ଗିରଫ ହେଲା ଅଭିଯୁକ୍ତ । ଚାକିରି କରାଇ ଦେବାକୁ କହି ବରୀ ଓ କେନ୍ଦ୍ରାପଡ଼ା ଜିଲ୍ଲାର ବିଭିନ୍ନ ଅଞ୍ଚଳରୁ କୋଟି କୋଟି ଟଙ୍କା ଠକେଇ ମାମଲାରେ ଜଣକୁ ଗିରଫ ହୋଇଥିବା ବେଳେ ମୁଖ୍ୟ ଅଭିଯୁକ୍ତ ଶିକ୍ଷକ ରାମଚନ୍ଦ୍ର ଦାରୁଆ ଏବେବି ଫେରାର ଥିବା ସୂଚନା । ଅଭିଯୁକ୍ତକୁ ମାଲକାନଗିରିରୁ ଗିରଫ କରିଛି ବରୀ ପୋଲିସ।

ଗିରଫ ଅଭିଯୁକ୍ତ ସୁରେନ୍ଦ୍ର ବଡ଼ନାୟକ ସୁରିଆକୁ ଗତକାଲି କୋର୍ଟ ଚାଲାଣ କରିଛି । ସେପଟେ ସୁରେନ୍ଦ୍ର ବ୍ୟବହାର କରୁଥିବା କାର ସହ ଦୁଇଟି ମୋବାଇଲ ଫୋନକୁ ମଧ୍ୟ ପୋଲିସ ଜବତ କରିଛି ପୋଲିସ । ଚାକିରି ଦେବା ନାଁ ରେ କୋଟି କୋଟି ଟଙ୍କା ଠକେଇ ନେଇଥିବା ମୁଖ୍ୟ ଅଭିଯୁକ୍ତ ରାମଚନ୍ଦ୍ର ଦାରୁଆଙ୍କ ଆକାଉଣ୍ଟରୁ ସୁରେନ୍ଦ୍ର ବଡ଼ ନାୟକଙ୍କ ଆକାଉଣ୍ଟକୁ ୭୦ ଲକ୍ଷରୁ ଉର୍ଦ୍ଧ୍ବ ଟଙ୍କା ଯାଇଥିବା ପୋଲିସ ଜାଣିବାକୁ ପାଇଛି। ଏହି ଠକେଇ ମାମଲାରେ ଏକାଧିକ ବ୍ୟକ୍ତିଙ୍କ ସଂପୃକ୍ତି ଥିବାରୁ ଅଧିକ ତଦନ୍ତ ଜାରି ରଖିଛଇ ପୋଲିସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼