Masthead

ସୁରଙ୍କ ଶେଷ ବିଧାନସଭା..କିଛି ସ୍ମୃତି କିଛି ଅନୁଭୂତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ୨୦୧୯ ବିଧାନସଭାର ଥିଲା ଶେଷ ଅଧିବେଶନ । ଏହି ଅଧିବେଶନ କିଛି ନେତାଙ୍କ ପଲିଟିକାଲ କ୍ୟାରିଆରର ଶେଷ ଅଧିବେଶନ । ସୁର ରାଉତରାୟ । ୧୯୭୭ରୁ ବିଧାନସଭାକୁ ଆସିଥିବା ୬ ଥରର ବିଧାୟକ । ବିଧାନ ସଭାରେ ପ୍ରବଶେ କଲାବେଳେ ହୋଇଥିଲେ ଭାବବିହ୍ୱଳ ।

କାନ୍ଦି ପକାଇଲେ ସୁର । ଗଣତନ୍ତ୍ରର ମନ୍ଦିର କୁହାଯାଉଥିବା ବିଧାନସଭାକୁ ମୁଣ୍ଡିଆ ମାରି କରିଥିଲେ ପ୍ରବେଶ । ଆଉ କହିଥିଲେ ଆଜି ମୋର ଶେଷ । ଆଉ ଆସିବିନି ବିଧାନସଭା । ଆଗକୁ ମୋ ଦୁଇ ପୁଅ ଲଢିବେ । ବିଧାନସଭା ଆସିବେ । କିନ୍ତୁ ବିଧାନସଭାର ପ୍ରତି ମୁହୂର୍ତ୍ତ ମନେ ପଡ଼ିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ