Masthead

‘୨୫୦୦ରୁ ଅଧିକ ଆଶାୟୀ ପ୍ରାର୍ଥୀ ପ୍ରଗମନରେ କରିଛନ୍ତି ଆବେଦନ’

 

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ୨୪ ଆଶାୟୀ ପ୍ରାର୍ଥୀଙ୍କୁ ଡାକିଲା କଂଗ୍ରେସ। ରାଜ୍ୟ ଅତିଥି ଭବନରେ ବସିଲା ବୈଠକ। ବିଧାନସଭା ନିର୍ବାଚନ ପାଇଁ ୨୦୦୦ରୁ ଅଧିକ ଆଶାୟୀ ଭରିଛନ୍ତି । ୫୦୦ ଆଶାୟୀ ଲୋକସଭା ନିର୍ବାଚନ ପାଇଁ ପ୍ରଗମନରେ ଆବେଦନ କରିଛନ୍ତି । ରାଜ୍ୟ ପ୍ରଭାରୀ ଓ ପିସିସି ସଭାପତି ସେମାନଙ୍କ ସହ ଆଲୋଚନା କରୁଛନ୍ତି । ଏଠାରେ ପ୍ରତି ନିର୍ବାଚନମଣ୍ଡଳୀରୁ ଆସିଥିବା ନାଁ ଉପରେ ବିଚାର ବିମର୍ଷ କରାଯିବ । ଟିକେଟ୍ ଚୂଡାନ୍ତ ପରେ ଏଆଇସିସିକୁ ତାଲିକା ପଠାଯିବ ବୋଲି ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ