Masthead

ନବରଙ୍ଗପୁର ସାଂସଦ ରମେଶ ଚନ୍ଦ୍ର ମାଝୀଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ

ରାଇଘର (ବଡ଼ ଖବର ବ୍ୟୁରୋ): ନବରଙ୍ଗପୁର ସାଂସଦ ରମେଶ ଚନ୍ଦ୍ର ମାଝୀଙ୍କ ଗାଡି ଦୁର୍ଘଟଣାଗ୍ରସ୍ତ । ଉମରକୋଟ ନିକଟସ୍ଥ ଦର୍ଗାଗୁଡ଼ା ଠାରେ ଦୁର୍ଘଟଣାଗ୍ରସ୍ତ ହେଲା ଗାଡି । ଅସାବଧାନତା ଯୋଗୁଁ ଗାଡିର ଚକା ଫାଟିଯିବାରୁ ବିଲ ଭିତରକୁ ମାଡିଗଲା କାର୍ । ଅଳ୍ପକେ ବର୍ତ୍ତିଲେ ସାଂସଦ ରମେଶ ମାଝୀ । ଏଥିରେ ସାଂସଦ ସାମାନ୍ୟ ଆହତ ହୋଇଛନ୍ତି । ତାଙ୍କୁ ଉମରକୋଟ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ପ୍ରାଥମିକ ଚିକିତ୍ସା ପରେ ଘରକୁ ଫେରିଛନ୍ତି । ଗତକାଲି ଦିଲ୍ଲୀରୁ ଅଧିବେଶନ ସାରି ଫେରୁଥିବା ବେଳେ ବିଳମ୍ବିତ ରାତିରେ ଘଟିଛି ଏଭଳି ଦୁର୍ଘଟଣା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଟେଲିଗ୍ରାମ ଉପରେ ସରକାରୀ ବ୍ୟାନ ବଜାୟ ରଖିଲେ ହାଇକୋର୍ଟ 🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ? 🔴 ଟେଲିଗ୍ରାମ ଉପରେ ସରକାରୀ ବ୍ୟାନ ବଜାୟ ରଖିଲେ ହାଇକୋର୍ଟ 🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ?