Masthead

ପ୍ରତ୍ୟେକ ଜିଲ୍ଲାରେ ଏସପିଙ୍କୁ ଦାବିପତ୍ର ଦେବ ଏସୟୁଜେ

ଭୁବନେଶ୍ବର(ବଡ଼ ଖବର ବ୍ୟୁରୋ) : ବଡ଼ ଖବର ସାମ୍ବାଦିକ ଜ୍ୟୋତି ରଞ୍ଜନ ମହାପାତ୍ରଙ୍କ ଉପରକୁ ହୋଇଥିବା ଆକ୍ରମଣକୁ ସବୁଆଡୁ ନିନ୍ଦା ଓ ପ୍ରତିବାଦ କରାଯାଉଛି। ଶନିବାର ବିଳମ୍ବିତ ରାତ୍ରରେ ଭୁବନେଶ୍ୱର ମଂଚେଶ୍ଵର ଥାନାର ସୈନିକ ସ୍କୁଲ ପଛପଟେ ଥିବା ଡମ୍ପିଂ ୟାର୍ଡ ଛକରେ ନିଜର କର୍ତ୍ତବ୍ୟ ସମ୍ପାଦନ କରି ଘରକୁ ଫେରୁଥିବା ବେଳେ ଜ୍ୟୋତିଙ୍କୁ ୪ ଜଣ ଅସାମାଜିକ ଯୁବକ ମରଣାନ୍ତକ ଆକ୍ରମଣ କରିଥିଲେ। ଘଟଣାର ୨୪ ଘଣ୍ଟା ବିତିଯାଇଥିଲେ ମଧ୍ୟ ଅଭିଯୁକ୍ତମାନଙ୍କୁ ପୋଲିସ ଗିରଫ କରି ନାହିଁ। ଏହି ଘଟଣା କୁ ଏସୟୁଜେ ଓଡ଼ିଶା ତୀବ୍ର ନିନ୍ଦା କରିଛି। ସାମ୍ବାଦିକଙ୍କ ଉପରେ ଆକ୍ରମଣ ପ୍ରତିବାଦରେ ସଂଗଠନର ଜିଲ୍ଲା ଶାଖା ପକ୍ଷରୁ ସ୍ଥାନୀୟ ଏସପିଙ୍କ ଜରିଆରେ ଆସନ୍ତା କାଲି ଦାବିପତ୍ର ପ୍ରଦାନକରିବାକୁ ଆହ୍ବାନ ଦେଇଛି ସଂଘ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ