Masthead

‘କେବଳ ଆପକୁ ହିଁ ଭୟ କରୁଛି ବିଜେପି’

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ରବିବାର ପଞ୍ଜାବର ଖଦୁର ସାହେବ ଲୋକ ସଭା ନିର୍ବାଚନମଣ୍ଡଳୀରେ ଏକ ସାଧାରଣ ସଭାରେ ଉଦବୋଧନ ଦେଇ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟିର ଜାତୀୟ ସଂଯୋଜକ ଅରବିନ୍ଦ କେଜରିୱାଲ କେନ୍ଦ୍ର ସରକାର ତଥା ରାଜ୍ୟପାଳଙ୍କୁ କଡ଼ା ଟାର୍ଗେଟ କରିଛନ୍ତି। ସେ ଏହା ମଧ୍ୟ କହିଛନ୍ତି ଯେ ଦେଶରେ କେବଳ ଗୋଟିଏ ଆମ ଆଦମୀ ପାର୍ଟି ଅଛି ଯାହାକୁ ଭାରତୀୟ ଜନତା ପାର୍ଟି ଭୟ କରୁଛି।

ତାଙ୍କ ଅଭିଭାଷଣରେ ଆପ ମୁଖ୍ୟ ଅରବିନ୍ଦ କେଜରିୱାଲ କେନ୍ଦ୍ର ତଥା ରାଜ୍ୟପାଳଙ୍କ ବିରୋଧରେ ଅଭିଯୋଗ କରିଛନ୍ତି ଏବଂ କହିଛନ୍ତି ଯେ ସେମାନେ ରାଜ୍ୟ ପାଣ୍ଠି ବନ୍ଦ କରିବାକୁ ଚେଷ୍ଟା କରୁଛନ୍ତି। ମୁଖ୍ୟମନ୍ତ୍ରୀ କେଜରିଓ୍ବାଲ ଦିଲ୍ଲୀ ଏବଂ ପଞ୍ଜାବ ସରକାରଙ୍କୁ ପ୍ରଶଂସା କରିଛନ୍ତି। କେଜରିୱାଲ କହିଛନ୍ତି ଯେ ଆମ ଆଦମୀ ପାର୍ଟି ଗତ ୧୦ ବର୍ଷ ମଧ୍ୟରେ ଲୋକଙ୍କ ମଧ୍ୟରେ ଏକ ଭଲ ଏବଂ ଦୃଢ ସ୍ଥାନ ହାସଲ କରିଛି । ଏହି କାରଣରୁ ଦୁଇଟି ରାଜ୍ୟ (ଦିଲ୍ଲୀ ଏବଂ ପଞ୍ଜାବ) ରେ ସରକାର ଗଠନ କରିବାରେ ଏହା ସଫଳ ହୋଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା