ଆସନ୍ତାକାଲି ଓଡ଼ିଶା ଆସିବେ ଶିବରାଜ ସିଂ ଚୌହାନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଓଡ଼ିଶା ଆସିବେ ବିଜେପିର ହେଭିୱେଟ ନେତା । ମୋଦିଙ୍କ ପରେ ଓଡ଼ିଶା ମୁହାଁ ରାଜନାଥ ଓ ନୀତୀନ । ନିର୍ବାଚନ ପାଇଁ ଦେବେ ଗୁରୁମନ୍ତ୍ର । ଦଳୀୟ କର୍ମୀଙ୍କ ଠୁ ମୋଦି ଦେଇଥିବା ଗ୍ୟାରେଣ୍ଟି କାର୍ଡର ନେବେ ହିସାବ । ଓଡ଼ିଶାବାସୀଙ୍କୁ ଦେବେ ମୋଦି ସରକାରର ଗ୍ୟାରେଣ୍ଟି । ଓଡ଼ିଶାରେ ସରକାର ଗଢିବା ପାଇଁ ବନାଇବେ ବ୍ଲୁ ପ୍ରିଣ୍ଟ । ଆସନ୍ତାକାଲି ଓଡ଼ିଶା ଆସିବେ ଶିବରାଜ ସିଂ ଚୌହାନ । କଟକ ଓ ଜଗତସିଂହପୁର ସଂସଦୀୟ କ୍ଷେତ୍ରର କରିବେ ସମୀକ୍ଷା ।

୧୫ ତାରିଖ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ସଡ଼କ ଓ ପରିବହନ ମନ୍ତ୍ରୀ ନିତିନ ଗଡ଼କରୀ । ସେ ପୁରୀ ଯାଇ ପ୍ରଭୁ ଜଗନ୍ନାଥ ମନ୍ଦିର ଦର୍ଶନ କରିବା ସହ ସଂସଦୀୟ କ୍ଷେତ୍ରର ସମୀକ୍ଷା କରିବାର କାର୍ଯ୍ୟକ୍ରମ ରହିଛି । ଏହାବାଦ ୨୨ ତାରିଖରେ ଓଡ଼ିଶା ଆସିବେ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ । ଅନେକ ଗୁଡିଏ କାର୍ଯ୍ୟକ୍ରମରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ମାସ ଶେଷରେ ଜେପି ନଡ୍ଡାଙ୍କ ଗସ୍ତ କାର୍ଯ୍ୟକ୍ରମ ଥିବା ସୂଚନା ଦେଇଛନ୍ତି ରାଜ୍ୟ ସଭାପତି ମନମୋହନ ସାମଲ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ