Masthead

ଗୁଜରାଟରୁ ପ୍ରାର୍ଥୀ ହେବେ ବିଜେପି ସଭାପତି ଜେ.ପି ନଡ୍ଡା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜପି ନଡ୍ଡା ଗୁଜରାଟରୁ ରାଜ୍ୟସଭା ପାଇଁ ପ୍ରାର୍ଥୀ ହେବେ । ସେହିଭଳି ସଦ୍ୟ କଂଗ୍ରେସ ଛାଡି ବିଜେପିରେ ଯୋଗ ଦେଇଥିବା ଅଶୋକ ଚୌହାନ ତାଙ୍କ ନିଜ ରାଜ୍ୟ ମହାରାଷ୍ଟ୍ରରୁ ରାଜ୍ୟସଭା ପାଇଁ ପ୍ରାର୍ଥୀ ହୋଇଛନ୍ତି । ମେଧାକୁଲକର୍ଣ୍ଣୀଙ୍କୁ ମଧ୍ୟ ବିଜେପି ରାଜ୍ୟସଭା ପ୍ରାର୍ଥୀ ଭାବେ ଘୋଷଣା କରିଛି ।

ବିଜେପି ତରଫରୁ ଜାରି କରାଯାଇଥିବା ତାଲିକାରେ ୭ ଜଣଙ୍କ ନାମ ଉଲ୍ଲେଖ ରହିଛି । ଯାହା ମଧ୍ୟରୁ ୪ ଜଣଙ୍କୁ ଗୁଜରାଟ ଓ ୩ ଜଣ ମହାରାଷ୍ଟ୍ରରୁ ପ୍ରାର୍ଥୀ ହୋଇଛନ୍ତି । ବିଜେପି ଜାରି କରିଥିବା ପ୍ରାର୍ଥୀ ତାଲିକାର ପ୍ରଥମରେ ରହିଛନ୍ତି ଜେପି ନଡ୍ଡା, ଦ୍ୱିତୀୟରେ ଗୋବିନ୍ଦଭାଇ ଢୋଲକିଆ, ତା ପରେ ମୟଙ୍କ ଭାଇ ନାୟକ, ଯଶବନ୍ତସିଂ ସଲାମସିଂହ ପରମାରଙ୍କ ସାମିଲ ଅଛି । ଏମାନେ ଗୁଜରାଟରୁ ରାଜ୍ୟସଭା ପ୍ରାର୍ଥୀ ହୋଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ