Masthead

ବୌଦ୍ଧ RTO ବସନ୍ତ ମହାପାତ୍ରଙ୍କ ଘରେ ଭିଜିଲାନ୍ସ ରେଡ୍

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଭିଜିଲାନ୍ସ ଜାଲରେ ଆରଟିଓ । ବୌଦ୍ଧ ଆରଟିଓ ବସନ୍ତ କୁମାର ମହାପାତ୍ରଙ୍କ ଘରେ ଭିଜିଲାନ୍ସ ଚଢଉ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବୌଦ୍ଧ, ଖୋର୍ଦ୍ଧା ଓ ଗଞ୍ଜାମ ସହ ୧୦ଟି ସ୍ଥାନରେ ଚଢଉ କରିଛି ଭିଜିଲାନ୍ସ ଟିମ୍ । ବସନ୍ତ କୁମାରଙ୍କ ଭୁବନେଶ୍ୱର ଗୌତମନଗର, କଳାରାହାଙ୍ଗା, କଳ୍ପନା ଛକ ଓ ପାହାଳରେ ଥିବା ଘରେ ରେଡ୍ କରିଛି ଭିଜିଲାନ୍ସ ଟିମ୍ । ଏହାସହ ଶୈଳଶ୍ରୀ ବିହାର, ମଞ୍ଚେଶ୍ୱର ସ୍ଥିତ ଘରେ ମଧ୍ୟ ଚଢଉ କରିଛି ଭିଜିଲାନ୍ସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ