Masthead

ଆଜିଠୁ ଆରମ୍ଭ ହେଉଛି +୨ ପରୀକ୍ଷା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):ଆଜିଠୁ ଆରମ୍ଭ ହେଉଛି +୨ ପରୀକ୍ଷା ।  ରାଜ୍ୟରେ ପରୀକ୍ଷା ଦେଉଛନ୍ତି ୩ ଲକ୍ଷ ୮୬ ହଜାର ୨୫୦ ପରୀକ୍ଷାର୍ଥୀ । ୧୧୬୦ ପରୀକ୍ଷା କେନ୍ଦ୍ର ସହ ୨୦୨ଟି ପରୀକ୍ଷା ନିୟନ୍ତ୍ରଣ ହବ୍‌ । ମାର୍ଚ୍ଚ ୨୦ ତାରିଖ ଯାଏଁ ଚାଲିବ ପରୀକ୍ଷା । ଆଜି ପ୍ରଥମ ଦିନରେ ବିଜ୍ଞାନ ବିଭାଗର ଛାତ୍ରଛାତ୍ରୀଙ୍କ ମାତୃଭାଷା ପରୀକ୍ଷା ରହିଛି। ତେବେ ସୋଶାଲ ମିଡିଆରେ କୌଣସି ଭାଇରାଲ ପ୍ରଶ୍ନପତ୍ରକୁ ବିଶ୍ୱାସ ନ କରିବାକୁ ପରାମର୍ଶ ଦେଇଛନ୍ତି ସିଏଚଏସଇ ପରୀକ୍ଷା ନିୟନ୍ତ୍ରକ ଅଶୋକ ନାୟକ।

ଆସନ୍ତା ମାର୍ଚ୍ଚ ୨୦ ଯାଏଁ ପରୀକ୍ଷା ଚାଲିବ। ପ୍ରତିଦିନ ଗୋଟିଏ ବିଷୟରେ ହିଁ ପରୀକ୍ଷା ହେବ। ପ୍ରଥମ ୧୦ଟି ବିଷୟ ପରୀକ୍ଷାର ପ୍ରଶ୍ନପତ୍ର ପରୀକ୍ଷା ହବରେ ପହଞ୍ଚି ସାରିଛି। ଏଥର ତ୍ରିସ୍ତରୀୟ ସ୍କ୍ୱାର୍ଡ ବ୍ୟବସ୍ଥା ହୋଇଛି ଏବଂ ପ୍ରଶ୍ନ ପତ୍ର ବିଭ୍ରାଟ ହେବ ନାହିଁ ବୋଲି ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି ପରୀକ୍ଷା ନିୟନ୍ତ୍ରକ। ପରୀକ୍ଷା ସକାଳ ୧୦ଟାରେ ଆରମ୍ଭ ହେବାକୁ ଥିବା ବେଳେ, ୩୦ ମିନିଟ ପୂର୍ବରୁ ସେଣ୍ଟରରେ ଏବଂ ୧୫ ମିନିଟ ପୂର୍ବରୁ ହଲରେ ପହଞ୍ଚିବାକୁ ଛାତ୍ରଛାତ୍ରୀଙ୍କୁ କୁହାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା