Masthead

ପ୍ରଫୁଲ୍ଲ ସାମଲଙ୍କ ପୁଅ ପ୍ରୟାସକାନ୍ତିଙ୍କ ଘରୁ ୧୦ ଲକ୍ଷ ଟଙ୍କା ଜବତ କଲା ଇଡି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଭଦ୍ରକ ବରପଦା ଇଞ୍ଜିନିୟରିଂ କଲେଜ ଜମି ମହାଦୁର୍ନୀତି ମାମଲା । ପ୍ରଫୁଲ୍ଲ ସାମଲଙ୍କ ପୁଅ ପ୍ରୟାସକାନ୍ତିଙ୍କ ଘରୁ ଟଙ୍କା ସହ କାର ଜବତ କଲା ଇଡି । ଭୁବନେଶ୍ୱର ସ୍ଥିତ ପଳାଶପଲ୍ଲୀ ଘରୁ ଦାମୀ କାର ସହ ୧୦ ଲକ୍ଷ ଟଙ୍କା ଜବତ କଲା ଇଡି । କାଲି ୨୦ କୋଟିର ଜମି ଦୁର୍ନୀତି ମାମଲାରେ ରେଡ୍‌ କରିଥିଲା ଇଡି । ଭଦ୍ରକ ଓ ଭୁବନେଶ୍ୱର ସହ ୧୦ଟି ସ୍ଥାନରେ ରେଡ୍‌ କରିଥିଲା ଇଡି । ବରପଦା ଇଞ୍ଜିନିୟରିଂ କଲେଜ ସହ ବିଧାୟକ ପ୍ରଫୁଲ୍ଲ ସାମଲଙ୍କ ଘରେ ରେଡ୍‌ କରିଥିଲା ଇଡି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ