Masthead

ଜେଲ୍‌ରେ ବିରୋଧୀ ଦଳ ନେତା ନାଭାଲ୍‌ନିଙ୍କ ସନ୍ଦେହଜନକ ମୃତ୍ୟୁ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ରୁଷିଆ ରାଷ୍ଟ୍ରପତି ପୁଟିନଙ୍କ ବିରୋଧୀ ଆଲେକ୍ସି ନାଭାଲ୍‌ନୀଙ୍କ ସନ୍ଦେହଜନକ ମୃତ୍ୟୁ । ଜେଲ୍ ସେବା ପକ୍ଷରୁ ଆଜି ଏ ବାବଦ ସୂଚନା ଦିଆଯିବା ପରେ ଏହାକୁ ନେଇ ରୁଷ୍‌ରେ ସରଗରମ ସ୍ଥିତି ସୃଷ୍ଟି ହୋଇଛି । ଜେଲ୍‌ କର୍ତ୍ତୃପକ୍ଷଙ୍କ ଦ୍ବାରା ଜାରି ବିବୃତିରେ କୁହାଯାଇଛି ନାଭାଲ୍‌ନି ଜେଲ୍‌ରେ ଅଚେତ ହୋଇପଡ଼ିବା ପରେ ତାଙ୍କର ମୃତ୍ୟୁ ହୋଇଛି । କେଉଁ ପରିସ୍ଥିତିରେ ମୃତ୍ୟୁ ଘଟିଲା ଜାଣିବାକୁ ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି । ୨୦୨୧ରେ ଆଲେକ୍ସି ନାଭାଲ୍‌ନି ଉଗ୍ରବାଦ ଅଭିଯୋଗରେ ତାଙ୍କୁ ୧୯ ବର୍ଷର ଜେଲ୍‌ ଦଣ୍ଡାଦେଶ ହୋଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼