Masthead

ଆଜିଠୁ ଆରମ୍ଭ ହୋଇଛି ଯୁକ୍ତ ୨ କଳା ଓ ବାଣିଜ୍ୟ ପରୀକ୍ଷା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଜିଠୁ ଯୁକ୍ତ ୨ କଳା ଓ ବାଣିଜ୍ୟ ପରୀକ୍ଷା । ଚଳିତ ବର୍ଷ କଳାରେ ମୋଟ୍ ୨ ଲକ୍ଷ ୩୭ ହଜାର ୭୫୦ , ବାଣିଜ୍ୟରେ ୨୬ ହଜାର ୮୯ ଜଣ ପରୀକ୍ଷା ଦେଉଛନ୍ତି। ସେହିଭଳି ଧନ୍ଦାମୂଳକରେ ୫ ହଜାର ୭୯୨ ଜଣ ପରୀକ୍ଷା ଦେଉଛନ୍ତି। ସୋଶାଲ ମିଡିଆରେ କୌଣସି ଭାଇରାଲ ପ୍ରଶ୍ନପତ୍ରକୁ ବିଶ୍ୱାସ ନକରିବାକୁ ପରାମର୍ଶ ଦେଇଛନ୍ତି ସିଏଚଏସଇ ପରୀକ୍ଷା ନିୟନ୍ତ୍ରକ ଅଶୋକ ନାୟକ। ଆସନ୍ତା ମାର୍ଚ୍ଚ ୨୦ ଯାଏଁ ଚାଲିବ ପରୀକ୍ଷା ।ପରୀକ୍ଷାରେ କପି ରୋକିବାକୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି । ଗତକାଲିଠୁ ଯୁକ୍ତ ଦୁଇ ବିଜ୍ଞାନ ପରୀକ୍ଷା ଆରମ୍ଭ ହୋଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା