ସାଧାରଣ ନିର୍ବାଚନ ନେଇ ମୁଖ୍ୟ ନିର୍ବାଚନ କମିଶନରଙ୍କ ସମୀକ୍ଷା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ନିର୍ବାଚନ ସଂକ୍ରାନ୍ତରେ ସମୀକ୍ଷା କରିବାକୁ ଓଡ଼ିଶା ଆସିଛନ୍ତି ମୁଖ୍ୟ ନିର୍ବାଚନ ଅଧିକାରୀ ।  ୨୦୨୪ ସାଧାରଣ ନିର୍ବାଚନର ପ୍ରସ୍ତୁତି ନିମନ୍ତେ, ଆଜି ମୁଖ୍ୟ ନିର୍ବାଚନ ଆୟୁକ୍ତ ଶ୍ରୀ ରାଜୀବ କୁମାର ତଥା ଭାରତ ନିର୍ବାଚନ ଆୟୋଗର ଅନ୍ୟାନ୍ୟ ବରିଷ୍ଠ ଅଧିକାରୀଙ୍କ ସହ ବିଭିନ୍ନ ଏନଫୋର୍ସମେଣ୍ଟ ଏଜେନ୍ସି ମାନଙ୍କ ମଧ୍ୟରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି।

ବୈଠକରେ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳଙ୍କ ସମେତ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ୟ୍ୟାଳୟର ବରିଷ୍ଠ ଅଧିକାରୀ, ଆୟକର ବିଭାଗ, RBI, SLBC, ଏଆରପୋର୍ଟ ଅଥୋରିଟି, CT&GST, ସୀମା ସୁରକ୍ଷା ବାହିନୀ ଇତ୍ୟାଦିର ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ । ଆଜି ସଂପୃକ୍ତ ରିପୋର୍ଟକୁ ଅନୁଧ୍ୟାନ କରି ରାଜ୍ୟର ପ୍ରମୁଖ ଅଧିକାରୀଙ୍କ ସହିତ ଆଲୋଚନା କରିବେ । ଗତକାଲି ତିନି ପ୍ରମୁଖ ରାଜନୈତିକ ଦଳର ନେତା ମଧ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟିଥିଲେ । ଏହି ସମୟରେ ନିରପେକ୍ଷ ନିର୍ବାଚନ କରିବାକୁ ଦାବି କରିଛନ୍ତି ବିରୋଧୀ ନେତା । ଅବାଧ, ସ୍ୱଚ୍ଛ ଓ ଶାନ୍ତିପୂର୍ଣ୍ଣ ନିର୍ବାଚନ ପରିଚାଳନା ଉପରେ ଗୁରୁତ୍ୱ ଦିଆଯାଇଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ