Masthead

ଗଛରେ ପିଟିହୋଇ ବାଇକ୍ ଆରୋହୀ ମୃତ

ଲଇକେରା (ବଡ଼ ଖବର ବ୍ୟୁରୋ): ଲଇକେରା ଥାନା ଅନ୍ତର୍ଗତ ଡୁଡୁକାବାହାଲ ଗାଁ ନିକଟରେ ଗଛରେ ପିଟିହୋଇ ବାଇକ୍ ଆରୋହୀଙ୍କ ଘଟଣା ସ୍ଥଳରେ ମୃତ୍ୟୁ ହୋଇଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ଶବକୁ ଜବତ କରି ବ୍ୟବଚ୍ଛେଦ ପାଇଁ ବାମରା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ପଠାଯାଇଛି। ସକାଳୁ ବାଇକରେ ଯାଉଥିବା ବେଳେ ଭାରସାମ୍ୟ ହରାଇ ରାସ୍ତା କଡ଼ରେ ଥିବା ଏକ ଗଛରେ ପିଟି ଦୁର୍ଘଟଣା ଘଟିଛି । ପୋଲିସର ସୂଚନା ଅନୁସାରେ ମୃତ ଯୁବକ ଜଣକ ହେଉଛନ୍ତି ବାଗଡିହି ଫାଣ୍ଡି ଅନ୍ତର୍ଗତ ତେଲିଡିହି ଗାଁର ସରୋଜ ମୁଣ୍ଡା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ