Masthead

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ଚାଲିଗଲା ୨ଜୀବନ

ଆସିକା(ବଡ଼ ଖବର ବ୍ୟୁରୋ): ସ୍କୁଟିକୁ ଧକ୍କା ଦେଲା ବସ୍ । ୨ସ୍କୁଟି ଆରୋହୀ ମୃତ । ଆସିକା କୋଟିନଡ଼ା ଥାନା କଲେଜ ଛକ ନିକଟରେ ଦୁର୍ଘଟଣା ଘଟିଛି । ବସ୍ ଡ୍ରାଇଭରକୁ ଅଟକ ରଖିଲା ପୋଲିସ । ବସ୍ଟି ଆସିକାରୁ ଭୁବନେଶ୍ୱର ଅଭିମୁଖେ ଆସିବା ବେଳେ ଦୁର୍ଘଟଣା । ଦୁଇ ମୃତ ଵ୍ୟକ୍ତି ହେଲେ ବ୍ରହ୍ମପୁର ଗୋସାଇଁ ନୂଆଗାଁର ପି.ରାଜେଶ ଓ କୁନାଲ କୁମାର ସାହୁ । କୋଟିନଡ଼ା ପୋଲିସ ଘଟଣାସ୍ଥଳରେ ପହଂଚି ଶବକୁ ଜବତ କରି ଆସିକା ଉପଖଣ୍ଡ ଚିକିତ୍ସାଳୟକୁ ବ୍ୟବଛେଦ ପାଇଁ ପଠାଇ ତଦନ୍ତ ଆରମ୍ଭ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା