Masthead

ପୁଣି ମାଓ ହିଂସା, ଯବାନଙ୍କ ଗଳା କାଟି ହତ୍ୟା କଲେ ଲାଲବାହିନୀ

ମାଲକାନଗିରି (ବଡ଼ ଖବର ବ୍ୟୁରୋ): ମାଲକାନଗିରି ଛତିଶଗଡ ସୀମାନ୍ତ ବିଜାପୁର ଜିଲ୍ଲାରେ ପୁଣି ମାଓ ହିଂସା ଦେଖିବାକୁ ମିଳିଛି । ସାପ୍ତାହିକ ହାଟକୁ ବଜାର କରିବା ଲାଗି ଯାଇଥିବା ଜଣେ ସିଏଏଫ ଯବାନଙ୍କୁ ଗଳା କାଟି ହତ୍ୟା କରିଛନ୍ତି ଲାଲବାହିନୀ । କଟରୁ ଥାନା ଅନ୍ତର୍ଗତ ଦରଭା ଠାରେ ଥିବା ସିଏଏଫର ଚତୁର୍ଥ ବାଟାଲିଆନରେ କାର୍ଯ୍ୟରତ ଥିଲେ ତିଜାଓ ରାମ ଭୁଆର ।

ତିଜାଓ ରାମ ସିଏଏଫ ଚତୁର୍ଥ ବାଟାଲିଆନର କମ୍ପାନୀ କମାଣ୍ଡର ଥିଲେ । ଆଜି ସକାଳେ କ୍ୟାମ୍ପ ପାଇଁ ହାଟକୁ ସୌଦା କିଣିବାକୁ ଯାଇଥିଲେ । ଘଟଣା ପରେ ସାପ୍ତାହିକ ହାଟ ବନ୍ଦ ହୋଇଯାଇଥିବା ବେଳେ ପୋଲିସ ପକ୍ଷରୁ କୁମିଂ ଅପରେସନ ଆରମ୍ଭ ହୋଇଛି। ହତ୍ୟା ଘଟଣାକୁ ସୁନିଶ୍ଚିତ କରି ସୂଚନା ଦେଇଛନ୍ତି ବିଜାପୁର ଏସପି ଜିତେନ୍ଦ୍ର ଯାଦବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର