Masthead

ଟେଷ୍ଟ ଇତିହାସରେ ରୋହିତ ବାହିନୀର ସବୁଠୁ ବଡ଼ ବିଜୟ

ରାଜକୋଟ(ବଡ଼ ଖବର ବ୍ୟୁରୋ): ରାଜକୋଟରେ ଟିମ ଇଣ୍ଡିଆର ରାଜ୍। ରୋହିତ ଶର୍ମାଙ୍କ ଅଧିନାୟକତ୍ୱରେ ଭାରତୀୟ କ୍ରିକେଟ୍ ଦଳ ଇତିହାସ ସୃଷ୍ଟି କରିଛି। ଟେଷ୍ଟ ଇତିହାସରେ ରନ୍ ଦୃଷ୍ଟିରୁ ଟିମ୍ ଇଣ୍ଡିଆ ସର୍ବ ବୃହତ ବିଜୟ ହାସଲ କରିଛି। ରାଜକୋଟରେ ଖେଳାଯାଇଥିବା ଟେଷ୍ଟ ସିରିଜର ତୃତୀୟ ମ୍ୟାଚରେ ଭାରତ ଇଂଲଣ୍ଡକୁ ୪୩୪ ରନରେ ପରାସ୍ତ କରିଛି।

ଭାରତ ପାଇଁ ଯଶସ୍ୱୀ ଜୟସ୍ୱାଲ ଦ୍ୱିଶତକ ହାସଲ କରିଥିଲେ। ସେହିପରି ରୋହିତ ଶର୍ମା ଏବଂ ରବିନ୍ଦ୍ର ଜାଡେଜା ମଧ୍ୟ ଶତକ ହାସଲ କରିଥିଲେ। ଖାଲି ବ୍ୟାଟିଂ ନୁହଁ ବୋଲିଂରେ ମଧ୍ୟ ଜାଡେଜା ଚମତ୍କାର ପ୍ରଦର୍ଶନ କରିଥିଲେ। ଏହି ବିଜୟ ସହିତ ଟିମ୍ ଇଣ୍ଡିଆ ପାଞ୍ଚ ମ୍ୟାଚ୍ ବିଶିଷ୍ଟ ସିରିଜରେ ୨-୧ରେ ଆଗରେ ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ