Masthead

ଦନ୍ତା ଦଳିଦେଲା

କାମାକ୍ଷାନଗର,(ବଡ଼ ଖବର ବ୍ୟୁରୋ): ଦନ୍ତା ଆକ୍ରମଣରେ ଅବସରପ୍ରାପ୍ତ ଶିକ୍ଷକ ଗୁରୁତର । ଢେଙ୍କାନାଳ ବନଖଣ୍ଡ ମହାବିରୋଡ଼ି ରେଞ୍ଜ ଡିହଡୋଳ କୁସୁମୀମାନାଳି ନିକଟରେ ଦନ୍ତା ଆକ୍ରମଣରେ ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ଗୁରୁତର ହୋଇଛନ୍ତି । ଗୁରୁତର ଶିକ୍ଷକ ହେଉଛନ୍ତି ପରଜଙ୍ଗ ଥାନା ବାରିହାପୁ ଗାଁର କାଳନ୍ଦୀ ସାହୁ । କାଳନ୍ଦି କୌଣସି କାମରେ ବସୋଇ ଗାଁକୁ ଅସି ଫେରୁଥିବା ସମୟରେ କୁସୁମୀନାଳି ନିକଟରେ ଦନ୍ତା ହାବୁଡରେ ପଡିଯାଇଥିଲେ । ଦନ୍ତାଟି ତାଙ୍କୁ ଶୁଣ୍ଢରେ ଟେକି କଚାଡି ଦେଇଥିଲା । ଗୁରୁତର କାଳନ୍ଦିଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରି ୧୦୮ ଅମ୍ବୁଲାନ୍ସ ଯୋଗେ କାମାକ୍ଷାନଗର ମେଡିକାଲରେ ଭର୍ତ୍ତି କରିଥିଲେ । ସେଠଶରେ ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ଢେଙ୍କାନାଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳକୁ ସ୍ଥାନାନ୍ତରିତ କରାଯାଇଛି । ଅଞ୍ଚଳରେ ହାତୀ ଉପଦ୍ରବ ବୃଦ୍ଧି ପାଉଥିବାରୁ ଲୋକେ ଭୟଭୀତ ଅବସ୍ଥାରେ ଅଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି