Masthead

ମାର୍ଚ୍ଚ ପହିଲାରେ କଂଗ୍ରେସର ପ୍ରଥମ ପର୍ଯ୍ୟାୟ ଟିକେଟ ଘୋଷଣା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ନିର୍ବାଚନ ପାଇଁ ଉଷ୍ମ ହେଲାଣି ରାଜ୍ୟ ରାଜନୀତି । ନିର୍ବାଚନ ଆୟୋଗଙ୍କ ସମୀକ୍ଷା ପରେ ସବୁ ଦଳରେ ଜୋରଦାର ପ୍ରସ୍ତୁତି ଆରମ୍ଭ ହୋଇଛି । ଚାଲିଛି ଟିକେଟ କସରତ୍ । ସବୁ ଦଳରେ ଟିକେଟ୍ ଚିନ୍ତା । ଆଶାୟୀଙ୍କ ଲମ୍ବା ତାଲିକା । ତେବେ ଆସନ୍ତା ମାର୍ଚ୍ଚ ପହିଲାରେ କଂଗ୍ରେସ ପ୍ରଥମ ପର୍ଯ୍ୟାୟ ଟିକେଟ ଘୋଷଣା କରିବ ।

ପ୍ରଥମ ପର୍ଯ୍ୟାୟରେ ଦଳ ପକ୍ଷରୁ ପ୍ରାୟ ୭୦ଟି ଟିକେଟ ଘୋଷଣା କରାଯିବ । ପ୍ରଦେଶ ନିର୍ବାଚନ କମିଟି ବୈଠକରେ ଏନେଇ ପିସିସି ସଭାପତି ଶରତ ପଟ୍ଟନାୟକ ସୂଚନା ଦେଇଛନ୍ତି । ଆଗୁଆ ଟିକେଟ ପ୍ରଦାନ ପାଇଁ କଂଗ୍ରେସ ପିଇସି କମିଟି ବୈଠକ ବସିଛି । ସେପଟେ ‘ପ୍ରଗମନ’ ଆପରେ ବିଧାୟକ ପାଇଁ ୩ହଜାର ଓ ସାଂସଦ ପାଇଁ ୭୦୦ ଜଣ ଆବେଦନ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ