Masthead

ରାହୁଲଙ୍କୁ ଗୋ-ବ୍ୟାକ ନାରା, ବିଜେପି କର୍ମୀଙ୍କୁ ଅଟକାଇଲା ପୋଲିସ

ଆମେଥି (ବଡ଼ ଖବର ବ୍ୟୁରୋ): କଂଗ୍ରେସର ପୂର୍ବତନ ସଭାପତି ରାହୁଲ ଗାନ୍ଧୀଙ୍କ ଭାରତ ଯୋଡୋ ନ୍ୟାୟ ଯାତ୍ରା ସୋମବାର ଉତ୍ତରପ୍ରଦେଶର ଆମେଥିରେ ପହଞ୍ଚିଥିଲା । ଆମେଥିରେ ଗାନ୍ଧୀ ଚୌକରେ ପହଞ୍ଚିବା ପରେ ବିଜେପି କର୍ମୀମାନେ ଏହାକୁ ବିରୋଧ କରିଥିଲେ । ‘ରାହୁଲ ଗୋ-ବ୍ୟାକ୍‌’ ସ୍ଲୋଗାନ ଦେଇଥିଲେ।

‘ଜୟ ଶ୍ରୀ ରାମ’ର ପତାକା ଧରି ଆସିଥିବା ଭାରତୀୟ ଜନତା ଯୁବ ମୋର୍ଚ୍ଚା କର୍ମୀମାନେ ରାହୁଲ ଗାନ୍ଧୀଙ୍କ ବିରୋଧରେ ସ୍ଲୋଗାନ ଦେଇଥିଲେ। ତେବେ ଛକଠାରୁ ପ୍ରାୟ ୩୦ ମିଟର ଦୂରରେ ପୋଲିସ ବିଜେପି କର୍ମଚାରୀଙ୍କୁ ଅଟକାଇଥିଲା। ଏହାସତ୍ତ୍ୱେ ରାହୁଲ ତାଙ୍କ ଯାତ୍ରାକୁ ଆଗକୁ ନେଇଥିଲେ। ରାହୁଲଙ୍କୁ ସ୍ବାଗତ ପାଇଁ ହଜାର ହଜାର କଂଗ୍ରେସ କର୍ମୀ ଆସିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼