ମାନହାନି ମାମଲା, ରାହୁଲଙ୍କୁ ମିଳିଲା ଜାମିନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ମାନହାନି ମାମଲା । କଂଗ୍ରେସ ନେତା ରାହୁଲ ଗାନ୍ଧିଙ୍କୁ ମିଳିଲା ଜାମିନ । ସୁଲତାନ ପୁର ଏମପି/ଏମଏଲଏ କୋର୍ଟ ଦେଇଛନ୍ତି ଜାମିନ । ରାହୁଲ ଗାନ୍ଧି ମଙ୍ଗଳବାର ସୁଲତାନପୁରର ଏମପି-ଏମଏଲଏ କୋର୍ଟରେ ହାଜର ହୋଇଥିଲେ। ଏହି ସମୟ ମଧ୍ୟରେ କଂଗ୍ରେସ କର୍ମୀମାନେ ମଧ୍ୟ କୋର୍ଟ ପରିସରରେ ଉପସ୍ଥିତ ଥିଲେ। ରାହୁଲ ଗାନ୍ଧୀ କୋର୍ଟରେ ଆତ୍ମସମର୍ପଣ କରିଛନ୍ତି।

ଏହା ପରେ କୋର୍ଟ ତାଙ୍କୁ ଜାମିନ ପ୍ରଦାନ କରିଥିଲେ। ସୂଚନାଯୋଗ୍ୟ ଯେ କର୍ଣ୍ଣାଟକ ବିଧାନସଭା ନିର୍ବାଚନ ସମୟରେ ସେ ତତ୍କାଳୀନ ବିଜେପି ରାଷ୍ଟ୍ରୀୟ ସଭାପତି ତଥା ବର୍ତ୍ତମାନର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ଉପରେ ଆପତ୍ତିଜନକ ମନ୍ତବ୍ୟ ଦେଇଥିଲେ। ଏହାଦ୍ୱାରା ବିଜେପି ନେତା ତଥା ପୂର୍ବତନ ସମବାୟ ଅଧ୍ୟକ୍ଷ ବିଜୟ ମିଶ୍ର ସିଭିଲ କୋର୍ଟର ଏମପି-ଏମଏଲଏ କୋର୍ଟରେ ଅଭିଯୋଗ କରିଥିଲେ। ଆଜି ଏହି ପ୍ରସଙ୍ଗରେ ଶୁଣାଣି ହୋଇଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ