Masthead

ରାହୁଲ ଗାନ୍ଧୀଙ୍କ ନ୍ୟାୟ ଯାତ୍ରା ଫ୍ଲପ ଶୋ : ସ୍ମୃତି ଇରାନୀ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀଙ୍କ ଚ୍ୟାଲେଞ୍ଜ । କେବଳ ଆମେଠିରୁ ଲୋକସଭା ଆସନରୁ ନିର୍ବାଚନ ଲଢନ୍ତୁ ରାହୁଲ । ରାହୁଲ ଗାନ୍ଧୀଙ୍କ ନ୍ୟାୟ ଯାତ୍ରା ଏବେ ଆମେଠିରେ ପହଞ୍ଚିଛି । ଯାହାକୁ ନେଇ ସ୍ମୃତି ଇରାନୀ କହିଛନ୍ତି ରାହୁଲ ଗାନ୍ଧୀଙ୍କ ନ୍ୟାୟ ଯାତ୍ରା ଫ୍ଲପ ଶୋ ।

ଆଜି ମଧ୍ୟ କଂଗ୍ରେସ କର୍ମୀମାନେ ରାହୁଲ ଗାନ୍ଧୀଙ୍କ ଯାତ୍ରାରେ ଭାଗ ନେଇ ନାହାଁନ୍ତି । ସେ ଆହୁରି ମଧ୍ୟ କହିଛନ୍ତି ୨୦୧୯ରେ ରାହୁଲ ଆମେଠି ଛାଡି ଦେଇଥିଲେ, ଆଜି ଅମେଠି ତାଙ୍କୁ ଛାଡି ଦେଇଛି। ଯଦି ତାଙ୍କର ଆତ୍ମବିଶ୍ବାସ ଦୃଢ ଅଛି, ତା’ହେଲେ ଓ୍ବାଇନାଡ ନ ଯାଇ ଆମେଠିରୁ ଲଢନ୍ତୁ। ରାହୁଲଙ୍କୁ ନେଇ ଆମେଠିବାସୀ କ’ଣ ଭାବୁଛନ୍ତି, ତାହା ଜଣାପଡିସାରିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ