Masthead

ପରୀକ୍ଷା ଅବ୍ୟବସ୍ଥା ଧରିଲା ଏଆଇ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପ୍ରଥମ ଦିନର ମାଟ୍ରିକ ପରୀକ୍ଷାରେ ଧରାପଡ଼ିଲା ଅବ୍ୟବସ୍ଥା । ଏଆଇ ଦ୍ୱାରା ପରୀକ୍ଷାରେ ଅବ୍ୟବସ୍ଥା ନେଇ ଧରାପଡ଼ିଲା । ପ୍ରବେଶ ପଥରେ ସଠିକ ଯାଞ୍ଚ ହୋଇନଥିବା ଏଆଇରୁ ଜାଣିଲା ବୋର୍ଡ । କଡ଼ାକଡି ଯାଞ୍ଚ କରିବାକୁ ଡିଇଓଙ୍କୁ ବୋର୍ଡ କର୍ତ୍ତୃପକ୍ଷଙ୍କ ନିର୍ଦ୍ଦେଶ । କିଛି କେନ୍ଦ୍ରରେ ଡେସ୍କ ବେଞ୍ଚ୍‌ ଅବ୍ୟବସ୍ଥିତ ଥିବା ମଧ୍ୟ ଧରିଲା ଏଆଇ ।

ସେପଟେ ସରିଲା ପ୍ରଥମ ଦିନ ମାଟ୍ରିକ ପରୀକ୍ଷା । ପ୍ରଥମ ଦିନରେ ମାତୃଭାଷା ପରୀକ୍ଷା ଦେଇଛନ୍ତି ଛାତ୍ରଛାତ୍ରୀ । ସକାଳ ୯ଟାରୁ ପରୀକ୍ଷା ଆରମ୍ଭ ହୋଇ ସାଢ଼େ ୧୧ଟା ବେଳେ ଶେଷ ହୋଇଛି । ନିୟମ ଅନୁସାରେ ପରୀକ୍ଷା ଆରମ୍ଭ ହେବାର ଦେଢ଼ ଘଂଟା ପୂର୍ବରୁ ହଲକୁ ପ୍ରବେଶ କରିବା ଆରମ୍ଭ କରିଥିଲେ ପରିକ୍ଷାର୍ଥୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼