Masthead

୩ ରାଜ୍ୟସଭା ପ୍ରାର୍ଥୀ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ନିର୍ଦ୍ୱନ୍ଦରେ ନିର୍ବାଚିତ ହେଲେ ଓଡ଼ିଶାର ତିନି ରାଜ୍ୟସଭା ପ୍ରାର୍ଥୀ । ଦେବାଶିଷ ସାମନ୍ତରାୟ, ଶୁଭାଶିଷ ଖୁଣ୍ଟିଆ ଓ ଅଶ୍ୱିନୀ ବୈଷ୍ଣବ ନିର୍ବାଚିତ । ପ୍ରାର୍ଥିପତ୍ର ପ୍ରତ୍ୟାହାର ସମୟ ଶେଷ ହେବା ପରେ ତିନି ପ୍ରାର୍ଥୀ ନିର୍ଦ୍ୱନ୍ଦରେ ନିର୍ବାଚିତ ହୋଇଛନ୍ତି। ସମସ୍ତ ନିର୍ବାଚିତ ପ୍ରାର୍ଥୀମାନଙ୍କୁ ଆଜି ସେମାନଙ୍କ ସାର୍ଟିଫିକେଟ ଦେବେ ରିଟର୍ନିଂ ଅଫିସର।

ଓଡ଼ିଶାରୁ ତିନୋଟି ଆସନ ଖାଲି ହେଉଥିବା ବେଳେ ତିନି ପ୍ରାର୍ଥୀଙ୍କ ଛଡା ଅନ୍ୟକୌଣସି ପ୍ରାର୍ଥୀ ନାମାଙ୍କନ ଭରି ନଥିବାରୁ ଅଶ୍ୱିନୀ, ଦେବାଶିଷ ଓ ଶୁଭାଶିଷ ନିର୍ଦ୍ୱନ୍ଦରେ ନିର୍ବାଚିତ ହୋଇଛନ୍ତି। ଗତ ୧୩ ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ଦଳର ଅନେକ ବିଧାୟକଙ୍କ ଉପସ୍ଥିତିରେ ବିଜେଡିରୁ ଦୁଇ ଜଣଙ୍କ ନାମାଙ୍କନ ଭରି ଥିବାବେଳେ ୧୫ ତାରିଖରେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ବିଧାୟକମାନଙ୍କ ସହ ଆସି ନାମାଙ୍କନ ଭରିଥିଲେ ଅଶ୍ୱିନୀ ବୈଷ୍ଣବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ