Masthead

ବିହାରରେ ଭୟଙ୍କର ସଡକ ଦୁର୍ଘଟଣା; ୮ ମୃତ

ପାଟନା (ବଡ଼ ଖବର ବ୍ୟୁରୋ):  ବିହାରର ଲାଖିସରାୟରେ ଭୟଙ୍କର ସଡ଼କ ଦୁର୍ଘଟଣା ।  ୮ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ, ୭ ଜଣ ଗୁରୁତର ହୋଇଛନ୍ତି । ସମସ୍ତଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଘଟଣା ସମ୍ପର୍କରେ ସୂଚନା ପାଇବା ପରେ ପୋଲିସ ମୃତଦେହକୁ ଉଦ୍ଧାର କରି ତଦନ୍ତ ଆରମ୍ଭ କରିଛି । ସୂଚନାନୁସାରେ, ଲାଖିସରାୟ ଜିଲ୍ଲାର ରାମଗଡ ଥନା ଅଧୀନ ଜାତୀୟ ରାଜପଥ ୩୦ ଲଖିସରାୟ-ସିକନ୍ଦ୍ରାର ମୁଖ୍ୟ ରାସ୍ତାରେ ଏହି ଦୁର୍ଘଟଣା ଘଟିଛି ।

ଏକ ଅଜଣା ଗାଡି ଅଟୋକୁ ଧକ୍କା ଦେଇଥିଲା, ଯାହାଫଳରେ ଅଟୋ ଟି ଖଣ୍ଡ ଖଣ୍ଡ ହୋଇଯାଇଥିଲା । ମୋଟ ୧୫ ଜଣ ଲୋକ ଏକ ଅଟୋରେ ଯାତ୍ରା କରୁଥିଲେ ।  ନିକଟସ୍ଥ ଲୋକମାନେ ଏହା ଦେଖି ପୋଲିସକୁ ସୂଚନା ଦେଇଥିଲେ । ଆହତଙ୍କ ଅବସ୍ଥା ଗୁରୁତର ଥିବା କୁହାଯାଉଛି । ମୃତାହତଙ୍କ ପରିଚୟ ବର୍ତ୍ତମାନ ସୁଦ୍ଧା ମିଳିପାରିନଥିବାବେଳେ ତଦନ୍ତ ଆରମ୍ଭ କରିଛି ପୋଲିସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ