Masthead

ହ୍ୟୁମାନ ସାଗରଙ୍କ ନାଁରେ ସାଂଘାତିକ ଅଭିଯୋଗ

କଟକ (ବଡ଼ ଖବର ବ୍ୟୁରୋ): ପୁଣି ବିବାଦରେ ହ୍ୟୁମାନ ସାଗର । ଓଲିଉଡ ଗାୟକ ହ୍ୟୁମାନ ସାଗରଙ୍କ ନାଁରେ ଆସିଛି ସାଂଘାତିକ ଅଭିଯୋଗ । ଗୀତିକାର ପ୍ରମୋଦ ପରିଡା ହ୍ୟୁମାନଙ୍କ ନାଁରେ ଆଣିଛନ୍ତି ଅଭିଯୋଗ । ହ୍ୟୁମାନଙ୍କ କିଛି ଲୋକ ପ୍ରମୋଦ ପରିଡାଙ୍କୁ ଘରୁ ଉଠାଇ ନେଇଥିଲେ । ହ୍ୟୁମାନଙ୍କ ଅଫିସରେ ମାଡ ମାରିଥିବା ଅଭିଯୋଗ । କଟକ ବାଦାମ ବାଡିଥାନାରେ ଅଭିଯୋଗ କଲେ ଗୀତିକାର ପ୍ରମୋଦ ପରିଡା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ