Masthead

ସତ୍ୟପାଲ ମଲିକଙ୍କ ଘରେ ଇଡି, ୩୦ରୁ ଅଧିକ ସ୍ଥାନରେ ଚଢଉ

ଜମ୍ମୁକଶ୍ମୀର(ବଡ଼ ଖବର ବ୍ୟୁରୋ): ଜମ୍ମୁ କଶ୍ମୀରର ପୂର୍ବତନ ରାଜ୍ୟପାଳ ସତ୍ୟପାଲ ମଲିକଙ୍କ ଘର ସମେତ ୩୦ରୁ ଅଧିକ ସ୍ଥାନରେ ଚଢାଉ କରିଛି। ଜମ୍ମୁ କଶ୍ମୀରର ୟୁନିଅନ ଟେରିଟୋରୀରେ କିରୁ ଜଳ ବିଦ୍ୟୁତ ପ୍ରକଳ୍ପ ଚୁକ୍ତି ସହ ଜଡିତ ଦୁର୍ନୀତି ମାମଲାରେ ଏହି ସିବିଆଇ ଚଢ଼ାଉ କରାଯାଉଛି। ତେବେ ଏହା ପ୍ରଥମ ଘଟଣା ନୁହେଁ କିରୁ ଜଳ ବିଦ୍ୟୁତ ପ୍ରକଳ୍ପ ମାମଲାରେ ସତ୍ୟପାଲ ମଲିକଙ୍କ ଘର ଉପରେ ସିବିଆଇ ଚଢାଉ କରିଛି।

ଗତ ବର୍ଷ ମେ ମାସରେ ମଧ୍ୟ ସିବିଆଇ ସମାନ ମାମଲାରେ ୧୨ଟି ସ୍ଥାନ ଉପରେ ଚଢାଉ କରିଥିଲା, ସେଥିମଧ୍ୟରୁ ସତ୍ୟପାଲ ମଲିକଙ୍କ ପୂର୍ବତନ ସହଯୋଗୀ ସ୍ଥାନ ଥିଲା। ତେବେ ଖାଲି ସେତିକି ନୁହେଁ, ଦିଲ୍ଲୀ ସହିତ ଜାମ୍ମୁକାଶ୍ମୀରର କିଛି ସ୍ଥାନରେ ମଧ୍ୟ ରେଡ୍ କରିଛି ସିବିଆଇ । ମିଳିଥିବା ସୂଚନା ମୁତାବକ, ଏହି ରେଡ୍ ୨୦୧୯ ମସିହା କିରୁ ହାଇଡ୍ରୋ ପାୱାର ପ୍ରୋଜେକ୍ଟ ପାଇଁ ୨୨୦୦ କୋଟିର ସିଭିଲ୍ କାମରେ ହେଇଥିବା ଭ୍ରଷ୍ଟାଚାର ପାଇଁ କରାଯାଇଛି । ୨୦୧୮ ଅଗଷ୍ଟ ମାସରୁ ୨୦୧୯ ଅକ୍ଟୋବର ମାସ ପର୍ଯ୍ୟନ୍ତ ଜାମ୍ମୁକାଶ୍ମୀରରେ ରାଜ୍ୟପାଳ ଥିଲେ ସତ୍ୟପାଲ ମଲ୍ଲିକ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର