Masthead

ଅକ୍ଷୟଙ୍କୁ ଅବସର ଦେଲେ ରାଜ୍ୟ ସରକାର

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):  ବିଦାହେଲେ ଅଗ୍ନିଶମ କର୍ମଚାରୀ ଅକ୍ଷୟ ପ୍ରଧାନ । ଅକ୍ଷୟଙ୍କୁ ଅବସର ଦେଲେ ରାଜ୍ୟ ସରକାର । ଆଜିଠୁ ଚାକିରୀରୁ ବିଦାହେଲେ ଅକ୍ଷୟ ପ୍ରଧାନ । ୫୫ ବର୍ଷୀୟ ସର୍ଭିସ ରୁଲ୍ ଅନୁଯାୟୀ ମିଳିବ ୩ ମାସର ଦରମା ।

ପ୍ରାୟ ୫୦୦୦ହଜାର କର୍ମଚାରୀ ଦୁଇ ଦଫା ଦାବୀ ନେଇ ଗତ କିଛି ଦିନ ଧରି ଆନେ୍ଦାଳନ କରୁଥିଲେ ଅଗ୍ନିଶମ କର୍ମଚାରୀ । ଯେଉଁଥିରେ ଅକ୍ଷୟ ପ୍ରଧାନ ନେତୃତ୍ୱ ନେଉଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି