Masthead

ରାତି ଅଧରେ ରାସ୍ତା ଯାଞ୍ଚ କଲେ ମୋଦି

ବାରଣାସୀ (ବଡ଼ ଖବର ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ତାଙ୍କ ସଂସଦୀୟ ନିର୍ବାଚନମଣ୍ଡଳୀ ବାରାଣସୀରେ ପହଞ୍ଚିଛନ୍ତି। ଆଜି ସେ ଏଠାରେ ଅନେକ ବିକାଶମୂଳକ ପ୍ରକଳ୍ପ ଆରମ୍ଭ କରିବେ। ଏହାପୂର୍ବରୁ ସେ ହଠାତ୍‌ ମଧ୍ୟରାତ୍ରିରେ ଶିବପୁର-ଫୁଲୱରିଆ-ଲହରତାରା ରାସ୍ତା ଯାଞ୍ଚ କରିଥିଲେ। ଏହି ସମୟ ମଧ୍ୟରେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ମଧ୍ୟ ତାଙ୍କ ସହ ଥିଲେ।

ନିକଟରେ ଏହି ସେତୁ ଉଦଘାଟନ କରାଯାଇଛି। ୟୁପି ଦକ୍ଷିଣ ଭାଗରେ ରହୁଥିବା ପ୍ରାୟ ୫ ଲକ୍ଷ ଲୋକଙ୍କ ପାଇଁ ଏହା ବହୁତ ସାହାଯ୍ୟକାରୀ ହୋଇପାରିଛି। ୩୬୦ କୋଟି ଟଙ୍କା ବ୍ୟୟରେ ଏହି ସେତୁ ନିର୍ମାଣ କରାଯାଇଛି। ଏହା ଟ୍ରାଫିକ ସୁବିଧା କରିବାରେ ସାହାଯ୍ୟ କରୁଛି। ରାତି ପ୍ରାୟ ୧୧ଟାରେ ପ୍ରଧାନମନ୍ତ୍ରୀ ମୋଦୀ ଶିବପୁର-ଫୁଲୱାରିଆ-ଲହରତାରା ରାସ୍ତା ଯାଂଚ କରିବାକୁ ଯାଇଥିଲେ । ନିକଟରେ ଏହାର ଉଦଘାଟନ କରାଯାଇଥିଲା ।

୩୬୦ କୋଟି ଟଙ୍କା ବ୍ୟୟରେ ଏହାକୁ ନିର୍ମାଣ କରାଯାଇଛି । ଫଳରେ ଟ୍ରାଫିକ୍ ଭିଡ଼ କମିବାରେ ସହାୟକ ହେଉଛି । ସେହିପରି ବିଏଚ୍ୟୁରୁ ବିମାନବନ୍ଦର ପର୍ୟ୍ୟନ୍ତ ଯାତ୍ରା ଦୂରତା ୭୫ ମିନିଟରୁ ୪୫ ମିନିଟକୁ ହ୍ରାସ କରାଯାଉଛି । ବାରାଣସୀର ନାଗରିକଙ୍କ ଜୀବନକୁ ସହଜ କରିବା ପାଇଁ ଏହି ପ୍ରକଳ୍ପରେ ରେଳବାଇ ଏବଂ ପ୍ରତିରକ୍ଷା ସମେତ ଆନ୍ତଃ ମନ୍ତ୍ରଣାଳୟ ସମନ୍ୱୟ ଦେଖିବାକୁ ମିଳିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ