Masthead

ମାଓବାଦୀଙ୍କ ବର୍ବରକାଣ୍ଡ, ପୋଲିସ ଇନଫର୍ମର ସନ୍ଦେହରେ ୨ ଜଣଙ୍କୁ ହତ୍ୟା

ମାଲକାନଗିରି(ବଡ଼ ଖବର ବ୍ୟୁରୋ): ମାଓବାଦୀଙ୍କ ବର୍ବରକାଣ୍ଡ, ପୋଲିସ ଇନଫର୍ମର ସନ୍ଦେହରେ ୨ ଜଣଙ୍କୁ ହତ୍ୟା । ପୋଲିସ ଇନଫର୍ମର ସନ୍ଦେହରେ ଦୁଇ ଜଣ ଗ୍ରାମବାସୀଙ୍କୁ ହତ୍ୟା କରିଛନ୍ତି ମାଓବାଦୀ । ମାଲକାନଗିରି ଛତିଶଗଡ଼ ସିମାନ୍ତ ସୁକୁମା ଜିଲ୍ଲାରେ ଘଟିଛି ଏହି ହିଂସା କାଣ୍ଡ । ମୃତକ ଦୁଇ ଜଣ ହେଲେ ପାମେଡ ଥାନା ଅନ୍ତର୍ଗତ କାୟର ଦୁଲେଡ ଗ୍ରାମର ସୋଡି ହୁଙ୍ଗା ଓ ମାଡବି ନନ୍ଦା । ନକ୍ସଲଙ୍କ ପାମେଡ ଏରିଆ କମିଟି ଏହି ହତ୍ୟା କାଣ୍ଡ ଘଟାଇଥିବା ନେଇ ପୋଷ୍ଟରରେ ଉଲ୍ଲେଖ ରହିଛି । ଘଟଣା ସମ୍ପର୍କରେ ଅଧିକ ଛାନବିନ କରୁଛି ସୁକୁମା ପୋଲିସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତ ଆସୁଛନ୍ତି ଚୀନ୍ ରାଷ୍ଟ୍ରପତି! 🔴 ଗୃହମନ୍ତ୍ରୀଙ୍କୁ ଭେଟିଲେ ରାଜ୍ୟ ସରକାର 🔴 ହୀରାକୁଦରେ ଖୋଲିଲା ୧୪ ଗେଟ୍ 🔴 ରଥରେ ଅଣସେବାୟତ ପ୍ରବେଶ, ଆକ୍ସନ ମୋଡରେ ପ୍ରଶାସନ 🔴 ଝଡ଼ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 ଭାରତ ଆସୁଛନ୍ତି ଚୀନ୍ ରାଷ୍ଟ୍ରପତି! 🔴 ଗୃହମନ୍ତ୍ରୀଙ୍କୁ ଭେଟିଲେ ରାଜ୍ୟ ସରକାର 🔴 ହୀରାକୁଦରେ ଖୋଲିଲା ୧୪ ଗେଟ୍ 🔴 ରଥରେ ଅଣସେବାୟତ ପ୍ରବେଶ, ଆକ୍ସନ ମୋଡରେ ପ୍ରଶାସନ 🔴 ଝଡ଼ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି..