ମୃତ କୃଷକଙ୍କ ପରିବାରଙ୍କୁ ମିଳିବ ୧ କୋଟି, ସାନ ଭଉଣୀଙ୍କୁ ସରକାରୀ ଚାକିରି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): କୃଷକଙ୍କ ଆନ୍ଦୋଳନରେ କୃଷକଙ୍କ ଉପରକୁ ରବର ଗୁଳିମାଡ଼ ଘଟଣା । ମଧ୍ୟରେ ପଞ୍ଜାବର ଆମ୍ ଆଦମୀ ପାର୍ଟି ସରକାରଙ୍କ ବଡ଼ ଘୋଷଣା । ପଞ୍ଜାବର ମୁଖ୍ୟମନ୍ତ୍ରୀ ଭଗବନ୍ତ ମାନ କହିଛନ୍ତି କୃଷକ ଆନ୍ଦୋଳନରେ ମୃତ୍ୟୁ ବରଣ କରିଥିବା କୃଷକ ଶୁଭକରନଙ୍କ ପରିବାରକୁ ସେ ଦିଆଯିବ ୧ କୋଟି ଟଙ୍କାର କ୍ଷତିପୂରଣ ।

ଏହା ବ୍ୟତୀତ ଚାଷୀଙ୍କ ସାନ ଭଉଣୀକୁ ମଧ୍ୟ ସରକାରୀ ଚାକିରି ଦିଆଯିବ। ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗବନ୍ତ ମାନ ସୋସିଆଲ ମିଡିଆ ପୋଷ୍ଟରେ କହିଛନ୍ତି ଯେ ପଞ୍ଜାବ ସରକାର ନିହତ କୃଷକ ଶୁଭକରନଙ୍କ ପରିବାରକୁ ୧ କୋଟି ଟଙ୍କା କ୍ଷତିପୂରଣ ପ୍ରଦାନ କରିବେ। ଅପରାଧୀଙ୍କ ବିରୋଧରେ ଉପଯୁକ୍ତ ଆଇନଗତ କାରର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ