Masthead

ପୋଲିସ ଇନଫର୍ମର ସନ୍ଦେହରେ ହତ୍ୟା

ମାଲକାନଗିରି (ବଡ଼ ଖବର ବ୍ୟୁରୋ): ପୋଲିସ ଇନଫର୍ମର ସନ୍ଦେହରେ ଦୁଇ ଜଣ ଗ୍ରାମ ବାସିଙ୍କୁ ହତ୍ୟା କରିଛନ୍ତି ମାଓବାଦୀ । ମାଲକାନଗିରି ଛତିଶଗଡ ସିମାନ୍ତ ସୁକୁମା ଜିଲ୍ଲାରେ ଘଟିଛି ଏହି ହିଂସା କାଣ୍ଡ । ମୃତକ ହେଲେ ପାମେଡ ଥାନା କାୟର ଦୁଲେଡ ଗ୍ରାମର ସୋଡି ହୁଙ୍ଗା ଓ ମାଡବି ନନ୍ଦା । ନକ୍ସଲପନ୍ଥିଙ୍କ ପାମେଡ ଏରିଆ କମିଟି ଏହି ହତ୍ୟା କାଣ୍ଡ ଘଟାଇଥିବା ନେଇ ପୋଷ୍ଟରରେ ଉଲ୍ଲେଖ ରହିଛି । ଘଟଣା ସମ୍ପର୍କରେ ଅଧିକ ଛାନବିନ କରୁଛି ସୁକୁମା ପୋଲିସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ