Masthead

ସ୍କୁଟି ଉପରେ ଚଢିଗଲା ଟ୍ରକ, ଆଖି ବୁଜିଲେ ବାପା-ପୁଅ

କେନ୍ଦୁଝର (ବଡ଼ ଖବର ବ୍ୟୁରୋ): ଦୁଃଖଦ, ଦାରୁଣ, ହୃଦୟବିଦାରକ । ସ୍କୁଟି ଉପରେ ଚଢିଗଲା ଟ୍ରକ । ଆଖିବୁଜିଲେ ବାପା-ପୁଅ । କେନ୍ଦୁଝର ଜିଲ୍ଲା ୨୦ ନମ୍ବର ଜାତୀୟ ରଜପଥ ପିପିଳିଆ ଛକ ନିକଟରେ ଘଟିଛି ମର୍ମନ୍ତୁଦ ସଡକ ଦୁର୍ଘଟଣା। ସ୍କୁଟି ଉପରେ ଏକ ଲୁହା ରଡ଼ ବୋଝେଇ ଟ୍ରକ୍ ଚଢ଼ି ଯାଇଥିବା ବେଳେ ସ୍କୁଟିରେ ଥିବା ବାପା ପୁଅଙ୍କ ମୃତ୍ୟୁ ଘଟିଛି ।

ମୃତକ ହେଲେ ବାରିଗାଁ ଅଂଚଳର । ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ଘଟଥିବାବେଳେ ଅନ୍ୟ ଜଣଙ୍କର କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ମୃତ୍ୟୁ ଘଟିଛି। ଘଟଣାସ୍ଥଳେ ଉତ୍ତେଜନା ପ୍ରକାଶ ପାଇବା ସହ ଲୋକେ ଏନ୍ ଏଚ ୨୦କୁ ଅବରୋଧ କରି ଗାଡି ଚଳାଚଳ ବନ୍ଦ କରିଛନ୍ତି । ଘଟଣାସ୍ଥଳରେ ପୋଲିସ୍ ପହଞ୍ଚି ତଦନ୍ତ ଚଳାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ