Masthead

ଦୁର୍ନୀତି, ବେକାରୀ ସମସ୍ୟାକୁ ନେଇ ଗର୍ଜିବ କଂଗ୍ରେସ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସନ୍ତା ୨୬ ସକାଳ ୧୧ ଟାରେ ଲୋକସେବା ଭବନ ଘେରାଉ କରିବ କଂଗ୍ରେସ । । ଖଣି ଦୁର୍ନୀତି, ଦରଦାମ ବୃଦ୍ଧି, ବିପର୍ଯ୍ୟସ୍ତ ସ୍ୱାସ୍ଥ୍ୟ ଓ ଶିକ୍ଷା, ନାରୀ ନିର୍ଯାତନା, ନିଯୁକ୍ତି ଅଭାବ ପ୍ରତିବାଦରେ କଂଗ୍ରେସ ଏହି ଘେରାଉ କରିବ। ଏଥିରେ ସାଧାରଣ ଲୋକଙ୍କୁ ସାମିଲ ହେବାକୁ ଆହ୍ୱାନ କରିଛନ୍ତି ପିସିସି ସଭାପତି ଶରତ ପଟ୍ଟନାୟକ । କଂଗ୍ରେସର ଏହି ଘେରାଉରେ ବହୁ ବରିଷ୍ଠ ନେତାଙ୍କ ସମେତ ପ୍ରଭାରୀ ଯୋଗଦେବାର କାର୍ଯ୍ୟକ୍ରମ ରହିଛି ।

ଶରତ କହିଛନ୍ତି ଅଣ ଓଡ଼ିଆଙ୍କୁ ଆଣି ରାଜ୍ୟସଭାକୁ ପଠେଇଲେ। ସବୁ ବ୍ଲକରୁ ହଜାର ହଜାର କର୍ମୀ ଆସିବେ । କାଳିଆ ଯୋଜନାରେ ଅତିରିକ୍ତ ୨ହଜାର ଟଙ୍କା ଦେବେ ବୋଲି ଘୋଷଣା କରିଛନ୍ତି। ଏହା ନିର୍ବାଚନୀ ଚାଲ। ନିର୍ବାଚନ ସରିଲେ ଏହା ବନ୍ଦ ହୋଇଯିବ। ୨୦୨୪ ରେ ନିର୍ବାଚନ ସରୁ।

ସରକାର ରେ ଥିଲେ ତ ଦେବେ। ସେ ଆହୁରି ମଧ୍ୟ କହିଛନ୍ତି ଚାଷୀ ଋଣରେ ବୁଡ଼ିଛି । ଏମଏସପି ବୃଦ୍ଧି ଦିଗରେ ପଦକ୍ଷେପ ନେଉ ନାହାନ୍ତି। କେବଳ ନିର୍ବାଚନକୁ ଆଖି ଆଗରେ ରଖି ଏହି ଯୋଜନା ସବୁ ହେଉଛି । ୨୦୨୪ରେ କଂଗ୍ରେସ ନିଶ୍ଚିତ ସରକାର କରିବ। ବିଜେପି ଓ ବିଜେଡିରେ ବିକଳ୍ପ କେବଳ କଂଗ୍ରେସ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ