Masthead

ମାର୍ଚ୍ଚ ୧୩ ପରେ ଘୋଷଣା ହୋଇପାରେ ଲୋକସଭା ନିର୍ବାଚନ ତାରିଖ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ମାର୍ଚ୍ଚ ୧୩ ପରେ ଘୋଷଣା ହୋଇପାରେ ଲୋକସଭା ନିର୍ବାଚନ ତାରିଖ। ୨୦୨୪ ଲୋକସଭା ନର୍ବାଚନ ୭ରୁ ୮ ପର୍ଯ୍ୟାୟରେ ହୋଇପାରେ । ବର୍ତ୍ତମାନ ନିର୍ବାଚନ କମିଶନ ବିଭିନ୍ନ ରାଜ୍ୟ ବୁଲି ନିର୍ବାଚନ ସମୀକ୍ଷା କରୁଛନ୍ତି। ଏହି ପ୍ରକ୍ରିୟା ଶେଷ ହେବା ପରେ ନିର୍ବାଚନ ତାରିଖ ଘୋଷଣା ହେବ ବୋଲି ନିର୍ବାଚନ ଆୟୋଗ ସୂତ୍ରରୁ ଜଣାପଡ଼ିଛି। କେନ୍ଦ୍ରୀୟ ନିର୍ବାଚନ ସଂସ୍ଥାର ଅଧିକାରୀମାନେ ବର୍ତ୍ତମାନ ତାମିଲନାଡୁ ଗସ୍ତ କରୁଛନ୍ତି, ଏହା ପରେ ଉତ୍ତରପ୍ରଦେଶ ଏବଂ ଜାମ୍ମୁ କାଶ୍ମୀର ଗସ୍ତ କରିବେ ।

ମାର୍ଚ୍ଚ ୧୩ ପୂର୍ବରୁ ଏହି ଗସ୍ତ ଶେଷ ହେବାର କାର୍ୟ୍ୟକ୍ରମ ରହିଛି । ପ୍ରସ୍ତୁତିର ଆକଳନ ପାଇଁ ଆୟୋଗ ଗତ କିଛି ମାସ ଧରି ସମସ୍ତ ରାଜ୍ୟର ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ସହ ନିୟମିତ ବୈଠକ କରୁଛନ୍ତି । ଅଧିକାରୀ କହିଛନ୍ତି, ସିଇଓମାନେ ସମସ୍ୟା କ୍ଷେତ୍ର, ଇଭିଏମର ଗତିବିଧି, ସୁରକ୍ଷା ବାହିନୀର ଆବଶ୍ୟକତା, ସୀମାରେ କଡା ନଜର ରଖିଛନ୍ତି । ନିର୍ବାଚନ ଆୟୋଗ ଚଳିତବର୍ଷ ନିର୍ବାଚନର ସୁରକ୍ଷା ଦୃଷ୍ଟିରୁ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ ବ୍ୟବହାର କରିବାକୁ ଯୋଜନା ରଖିଥିବା କଥା ଅଧିକରୀମାନେ ଜଣାଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ସରିଲା DGP ଯୋଗେଶ ବାହାଦୂର ଖୁରାନିଆଙ୍କ କାର୍ଯ୍ୟକାଳ 🔴 ଟିଏମ୍‌ସି ନେତାଙ୍କ ମୃତଦେହ ଉଦ୍ଧାର 🔴 ଲଘୁଚାପ ବର୍ଷା ଚାଷୀଙ୍କ ମୁଣ୍ଡରେ ସାଜିଛି ଚଡ଼କ 🔴 କାଣି ନଦୀରେ ଧସିଲା ବନ୍ଧ 🔴 ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର  🔴 ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, OCS ନିୟମରେ ପରିବର୍ତ୍ତନ 🔴 ପତାକା ଉତ୍ତୋଳନ ବେଳେ ଅଘଟଣ 🔴 ଗଲ୍ଫ ଓଡ଼ିଆ ଆସୋସିଏସନର ନବମ ବାର୍ଷିକ ଉତ୍ସବ ପାଳିତ 🔴 ଲାଲକିଲ୍ଲାରୁ ଯୁବପିଢିଙ୍କ ପାଇଁ ବଡ ଘୋଷଣା, ୧କୋଟି ଯୁବକଙ୍କୁ AI ତାଲିମ 🔴 ବିକଶିତ ଭାରତ ଗଠନରେ ଯୁବଶକ୍ତି ଆମର ମୁଖ୍ୟ ଯୋଦ୍ଧା: ମୁଖ୍ୟମନ୍ତ୍ରୀ ମୋହନ ମାଝୀ 🔴 ସରିଲା DGP ଯୋଗେଶ ବାହାଦୂର ଖୁରାନିଆଙ୍କ କାର୍ଯ୍ୟକାଳ 🔴 ଟିଏମ୍‌ସି ନେତାଙ୍କ ମୃତଦେହ ଉଦ୍ଧାର 🔴 ଲଘୁଚାପ ବର୍ଷା ଚାଷୀଙ୍କ ମୁଣ୍ଡରେ ସାଜିଛି ଚଡ଼କ 🔴 କାଣି ନଦୀରେ ଧସିଲା ବନ୍ଧ 🔴 ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର  🔴 ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, OCS ନିୟମରେ ପରିବର୍ତ୍ତନ 🔴 ପତାକା ଉତ୍ତୋଳନ ବେଳେ ଅଘଟଣ 🔴 ଗଲ୍ଫ ଓଡ଼ିଆ ଆସୋସିଏସନର ନବମ ବାର୍ଷିକ ଉତ୍ସବ ପାଳିତ 🔴 ଲାଲକିଲ୍ଲାରୁ ଯୁବପିଢିଙ୍କ ପାଇଁ ବଡ ଘୋଷଣା, ୧କୋଟି ଯୁବକଙ୍କୁ AI ତାଲିମ 🔴 ବିକଶିତ ଭାରତ ଗଠନରେ ଯୁବଶକ୍ତି ଆମର ମୁଖ୍ୟ ଯୋଦ୍ଧା: ମୁଖ୍ୟମନ୍ତ୍ରୀ ମୋହନ ମାଝୀ