Masthead

କଂଗ୍ରେସ ଛାଡ଼ିପାରନ୍ତି ଅଧୀର ରଞ୍ଜନ ଚୌଧୁରୀ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):୨୦୨୪ ଲୋକସଭା ନିର୍ବାଚନକୁ ନେଇ ସରଗରମ ହେଉଛି ରାଜନୀତି । ଦଳ ଡ଼ିଆଁ କରୁଛନ୍ତି ବଡ଼ ବଡ଼ ନେତା । ଚର୍ଚ୍ଚା ହେଉଛି କଂଗ୍ରେସ ନେତା ଅଧୀର ରଞ୍ଜନ ଚୌଧୁରୀ କଂଗ୍ରେସ ଛାଡିପାରନ୍ତି । ପଶ୍ଚିମବଙ୍ଗରେ କଂଗ୍ରେସ ଓ ତୃଣମୂଳ କଂଗ୍ରେସ (ଟିଏମସି) ମଧ୍ୟରେ ମେଣ୍ଟ ଲାଗି ଆଲୋଚନା ଏବେ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ତେବେ ପଶ୍ଚିମବଙ୍ଗରେ ମେଣ୍ଟକୁ ନେଇ ରାଜ୍ୟ କଂଗ୍ରେସ ଅଧ୍ୟକ୍ଷ ତଥା ଲୋକସଭାରେ କଂଗ୍ରେସର ନେତା ଅଧିର ରଞ୍ଜନ ଚୌଧୁରୀ ସନ୍ତୁଷ୍ଟ ନ ଥିବା ଜଣାପଡିଛି।

ଏଥି ଲାଗି ଚୌଧୁରୀ କଂଗ୍ରେସ ଛାଡିବା ନେଇ ଚେତାବନୀ ମଧ୍ୟ ଦେଇଛନ୍ତି, ଯାହା ଏବେ କଂଗ୍ରେସ ହାଇକମାଣ୍ଡଙ୍କ ନିମନ୍ତେ ମୁଣ୍ଡବିନ୍ଧାର କାରଣ ସାଜିଛି । ରାଜ୍ୟରେ ଟିଏମସି ସହିତ ମେଣ୍ଟ ନିଷ୍ପତ୍ତି ନେଇ ଅଧିର ଅସନ୍ତୋଷ ପ୍ରକାଶ କରିଛନ୍ତି। ସେ ଚେତାବନୀ ଦେଇଛନ୍ତି ଯେ, ରାଜ୍ୟରେ ଯଦି କଂଗ୍ରେସ ଓ ଟିଏମସି ମେଣ୍ଟ ହୁଏ ତେବେ ସେ ବିଜେପିରେ ଯୋଗ ଦେବେ। ତାଙ୍କର ଏହି ପଦକ୍ଷେପ କଂଗ୍ରେସ ଲାଗି ଏକ ବଡ଼ ସମସ୍ୟା ସୃଷ୍ଟି କରିପାରେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା