Masthead

ଯୁବକଙ୍କୁ ଧକ୍କା ଦେଲା ପୋଲିସ ଭ୍ୟାନ, ପୋଲିସଙ୍କୁ ଅଟକ ରଖିଲେ ସ୍ଥାନୀୟବାସୀ

କଣାସ (ବଡ଼ ଖବର ବ୍ୟୁରୋ): ଯୁବକଙ୍କୁ ଧକ୍କା ଦେଲା ପୋଲିସ ଭ୍ୟାନ । ଉତ୍ତ୍ୟକ୍ତ ହୋଇ ପୋଲିସ ଭ୍ୟାନ ସହ ପୋଲିସଙ୍କୁ ଅଟକ ରଖିଲେ ସ୍ଥାନୀୟବାସୀ । ପୁରୀ ଜିଲ୍ଲା ଗଡ଼ିଶାଗୋଦା ଥାନା ଗୋପୀନାଥ ପୁର ସାହସ ପୁର ମୁଖ୍ୟ ରାସ୍ତାରେ ଗୋପୀନାଥ ପୁରର ଦୈତାରୀ ପ୍ରଧାନଙ୍କୁ ଧକ୍କା ଦେଇଥିଲା ପୋଲିସ ଭ୍ୟାନା ଉତ୍ତକ୍ତ ଲୋକେ ପୋଲିସ ଭ୍ୟାନ ସମେତ ୩ ପୋଲିସ ପୋଲିସ କର୍ମଚାରୀଙ୍କୁ ଅଟକ ରଖିଥିବା ସୂଚନା ମିଳିଛି । ଘଟଣାସ୍ଥଳରେ କଣାସ ତହସିଲଦାର , ଗଡ଼ିଶାଗଦା ଥାନା ଆଇଆଇସି, ଟାଙ୍ଗୀ ଥାନା ଆଇଆଇସି ଉତ୍ତକ୍ତ ଲୋକଙ୍କୁ ବୁଝା ସୁଝା ଜାରି ରଖିଥିବାବେଳେ ଦୁର୍ଘଟଣାରେ ଆହତ ହୋଇଥିବା ବ୍ୟକ୍ତିଙ୍କୁ ଗୁରୁତର ଅବସ୍ଥାରେ କଣାସରୁ ଭୁବନେଶ୍ୱରକୁ ସ୍ଥାନନ୍ତର କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା