Masthead

ଗଠନ ହେଲା ୩୪ ନୂଆ ଏନଏସି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଗଠନ ହେଲା ୩୪ ନୂଆ ଏନଏସି । ୫ ଏନ୍‌‌ଏସିକୁ ମଧ୍ୟ ମ୍ୟୁନିସିପାଲିଟି ଭାବେ ଉନ୍ନୀତ ମଧ୍ୟ କରାଯାଇଛି । ରାଜ୍ୟରେ ଆଉ ୩୪ଟି ନୂଆ ବିଜ୍ଞାପିତ ଅଞ୍ଚଳ ପରିଷଦ ଗଠନ କରିବାକୁ ନିଷ୍ପତ୍ତି ନେଲେ ରାଜ୍ୟ ସରକାର । ୫ ଏନ୍‌ଏସିକୁ ମ୍ୟୁନିସିପାଲିଟି ଭାବେ ମଧ୍ୟ ଉନ୍ନୀତ କରାଯିବାକୁ ମଧ୍ୟ ନିଷ୍ପତ୍ତି ନିଆଯାଇଛି । ବୌଦ୍ଧଗଡ଼, କରଞ୍ଜିଆ, କଣ୍ଟାବାଞ୍ଜି, ଛତ୍ରପୁର, ଆସ୍କା ଏନ୍‌ଏସିରୁ ମ୍ୟୁନିସିପାଲିଟି ହେଲା ।

ପାଲଲହଡ଼ା, ଛେଣ୍ଡିପଦା, ବସ୍ତା, ସିମୁଳିଆ , ପାଇକମାଳ, ଭେଡେନ୍‌, ଆଗରପଡ଼ା, ବେଲପଡ଼ା, ସଇଁତଳା , ବିଞ୍ଝାରପୁର, ପାଣିକୋଇଲି, ଜାରକା, ଚଣ୍ଡିଖୋଲ , ଜୟପାଟଣା, ରାଇକିଆ, ବୋରିଗୁମ୍ମା, ସିନାପାଲି , ଚାନ୍ଦିଲି, ମୁନିଗୁଡ଼ା, ବିଷମକଟକ, ଡୁଙ୍ଗୁରିପାଲି, ବଣେଇ , ଶେରଗଡ଼, କୁକୁଡ଼ାଖଣ୍ଡି, କଣ୍ଟିଲୋ, ଟାଙ୍ଗୀ, ବେଗୁନିଆ , ସାଲେପୁର, ବଡ଼ମ୍ବା, ନରସିଂହପୁର, ନିଆଳି , ବେତନଟି, ପରଜଙ୍ଗ ଓ କଣ୍ଟାମାଳକୁ NAC ହେବ ବୋଲି ରାଜ୍ୟ ସରକାର ଘୋଷଣା କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ