ପୁଅର ଗୁଳିମାଡ଼ରେ ମାଆ ଗୁରୁତର

ଦଶପଲ୍ଲା(ବଡ଼ ଖବର ବ୍ୟୁରୋ): ଦଶପଲ୍ଲା ବାଣୀଗୋଚ୍ଛା ଥାନା କଳସାଖମଣ ଗାଁରେ ପୁଅର ଗୁଳିମାଡ଼ରେ ମାଆ ଗୁରୁତର । ଗୁରୁତର ଦୁଇତା ପ୍ରଧାନଙ୍କୁ ଦଶପଲ୍ଲା ମେଡ଼ିକାଲରେ ଭର୍ତ୍ତି କରାଯାଇଛି । ଆଜି ସକାଳୁ ଦୁହିତାଙ୍କ ବଡ଼ ପୁଅ ଓ ସାନ ପୁଅ ସାଗର ପ୍ରଧାନଙ୍କ ମଧ୍ୟରେ କୌଣସି କାରଣରୁ ଝଗଡ଼ା ହୋଇଥିଲା।

ସେହି ସମୟରେ ଅଭିଯୁକ୍ତ ସୁଶାନ୍ତ ମାଆ ଦୁଇତା ପ୍ରଧାନଙ୍କ ଗୁଳି କରିଥିବା ସୂଚନା । ଗୁରୁତର ଦୁହିତାଙ୍କୁ ଗ୍ରାମବାସୀ ଉଦ୍ଧାର କରି ଦଶପଲ୍ଲା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରୁ ତାଙ୍କୁ ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ଅନ୍ୟପକ୍ଷରେ ଖବର ପାଇ ବାଣୀଗୋଛା ଥାନା ପୋଲିସ ଘଟଣାର ତଦନ୍ତ କରୁଛି। ଅଭିଯୁକ୍ତ ସୁଶାନ୍ତ ପ୍ରଧାନଙ୍କୁ ଖୋଜୁଛି ବାଣୀ ଗୋଚ୍ଛା, ପୋଲିସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!