Masthead

ନିଆଁ ଲାଗି ଜଳିଗଲା ଲକ୍ଷାଧିକ ଟଙ୍କାର ଆସବାବପତ୍ର

କଣାସ (ବଡ଼ ଖବର ବ୍ୟୁରୋ): ଅଗ୍ନିକାଣ୍ଡ ଘଟି ଘର ସହ ଲକ୍ଷାଧିକ ଟଙ୍କାର ଆସବା ପତ୍ର ନଷ୍ଟ । ପୁରୀ ଜିଲ୍ଲା କଣାସ ଗଡିସାଗୋଦା ଥାନା ଅନ୍ତର୍ଗତ ଜାଗୁଳାଇ ପଦର ଗ୍ରାମରେ ଘଟିଛି ଭୟାବହ ଅଗ୍ନିକାଣ୍ଡ । ଜାଗୁଳାଇପଦର ଗ୍ରାମର ରମେଶ ବେହେରାଙ୍କ ୩ବଖରା ଘର ସହ ବହୁ ଆସବାବପତ୍ର ଜଳିପଡି ନଷ୍ଟ ହୋଇଯାଇଛି । ପରିବାର ଲୋକେ ଘରେ ନଥିବା ବେଳେ ଘରେ ଅଚାନକ ନିଆଁ ଲାଗିଯାଇଥିଲା । ନିଆଁ ଲାଗିବା କାରଣ ଅସ୍ପଷ୍ଟ ଥିବା ପରିବାର ଲୋକେ କହିଛନ୍ତି । ଖବର ପାଇ ଘଟଣା ସ୍ଥଳରେ କଣାସ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ କରିଥିବାବେଳେ ପୋଡି ନଷ୍ଟ ହୋଇଯାଇଥିବା ଆସବା ପତ୍ର କ୍ଷ୍ୟତି ପୂରଣ ପାଇଁ ସରକାରଙ୍କୁ ନିବେଦନ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ