Masthead

ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାର୍ଣ୍ଡିଙ୍କ ବାସଭବନ ଘେରିଲା ଏବିଭିପି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଗଣଶିକ୍ଷା ମନ୍ତ୍ରୀଙ୍କ ବାସଭବନ ଘେରିଲା ଏବିଭିପି । ମାଟ୍ରିକ ବିଭ୍ରାଟକୁ ନେଇ ଗଣ ଶିକ୍ଷାମନ୍ତ୍ରୀଙ୍କ ବାସ ଭବନ ଘେରାଉ । ଗଣ ଶିକ୍ଷାମନ୍ତ୍ରୀ ସୁଦାମ ମାର୍ଣ୍ଡିଙ୍କ ବାସ ଭବନ ଘେରିଲା ଏବିଭିପି । ପରୀକ୍ଷା ପରିଚାଳନାରେ ସରକାର ବିଫଳ ହେଉଥିବା ଅଭିଯୋଗ । ଏହି ସମୟରେ ସେଠାରେ ଉପସ୍ଥିତ ଥିବା ପୋଲିସ ଏବିଭିପି କର୍ମୀଙ୍କୁ ଉଠାଇ ନେଇଛି । ପ୍ରଶ୍ନପତ୍ର ଲିକ୍ ଅଭିଯୋଗରେ ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବି କରିଛି ଏବିଭିପି । ପ୍ରଶ୍ନପତ୍ର ଲିକ୍ ଘଟଣା ଓଡ଼ିଶାରେ ପରିପେ୍ରକ୍ଷୀରେ ନୂଆ ନୁହେଁ, ଓଡ଼ିଶାରେ ପରୀକ୍ଷା ହେବ ଓ ବିଭ୍ରାଟ ହେବ ନି ଏହା ଏକପ୍ରକାର ଅସମ୍ଭବ ହୋଇ ଗଲାଣି ବୋଲି ଏବିଭିପି ପକ୍ଷରୁ କୁହାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ