Masthead

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ଦେବାଶିଷ ନାୟକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ଦେବାଶିଷ ନାୟକ । ବିଜେଡି ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଲେ ଦେବାଶିଷ । ବିଜେଡି ସୁପ୍ରିମୋଙ୍କୁ ଚିଠି ଲେଖି ଇସ୍ତଫା ପତ୍ର ଦେଲେ ଦେବାଶିଷ ନାୟକ । ଦେବାଶିଷ BJD ହାତ ଛାଡ଼ିଥିବାରୁ ଦଳ ଉପରେ ପ୍ରଭାବ ପଡ଼ିପାରେ ବୋଲି କୁହାଯାଉଛି ।  ପୂର୍ବରୁ ୨୦୧୯ରେ ଦେବାଶିଷଙ୍କୁ ନିର୍ବାଚନ ଲଢ଼ିବା ନେଇ ଟିକେଟ୍‌ ଦେଇନଥିଲା ବିଜେଡି । ଦେବାଶିଷଙ୍କ ପରିବର୍ତ୍ତେ ସୁନନ୍ଦାଙ୍କୁ ଦଳ ଭରସା କରିଥିଲା । ହେଲେ ବର୍ତ୍ତମାନ ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ଦେବାଶିଷ ବିଜେଡିର ହାତ ଛାଡ଼ିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା