Masthead

ବୀରମହାରାଜପୁରକୁ ଏନଏସି ମାନ୍ୟତା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବୀରମହାରାଜପୁରକୁ ଏନଏସି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସୁବର୍ଣ୍ଣପୁର ଜିଲ୍ଲାର ବୀରମହାରାଜପୁରରେ ବିଜ୍ଞାପିତ ଅଞ୍ଚଳ ପରିଷଦ ଗଠନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି ।

 

ଗତକାଲି ୩୪ଟି ସହରକୁ ଏନଏସି ମାନ୍ୟତା ଦେଇଥିଲେ ରାଜ୍ୟ ସରକାର । ଦୀର୍ଘ ବର୍ଷର ଦାବି ସତ୍ତେ ବୀରମହାରାଜପୁର ସହର ଏହି ତାଲିକାରୁ ବାଦ୍ ପଡିଥିଲା । ଆଜି ସୁବର୍ଣ୍ଣପୁରର ବୀରମହାରାଜପୁରକୁ ମିଶାଇ ବିଜ୍ଞାପିତ ପରିଷଦ ସଂଖ୍ୟା ୩୫କୁ ବୃଦ୍ଧି ପାଇଛି । ସଦ୍ୟ ଘୋଷଣା ହୋଇଥିବା ୩୫ ଏବଂ ପୂର୍ବରୁ ଥିବା ୬୭ ଏନଏସିକୁ ମିଶାଇ ସର୍ବମୋଟ ଏନଏସି ସଂଖ୍ୟା ୧୦୨ରେ ପହଞ୍ଚିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି